ମାଇନିଙ୍ଗ ସ୍କିଲ୍ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର୍ ଉଦଘାଟିତ: ଉପକୃତ ହେବେ ସ୍ଥାନୀୟ ଯୁବତୀ-ଯୁବକ ଥୁଆମୂଳ ରାମପୁର,୩।୧:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଠାରେ ଶନିବାର ଏସସିଏମସି ଏବଂ ସ୍କିଲ୍ ଇନ୍ ଓଡ଼ିଶା ଓ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ପକ୍ଷରୁ ଡିଏମଏଫ୍ଟି ଯୋଜନାରେ ମାଇନିଙ୍ଗ ସ୍କିଲ୍ ଡେଭଲପମେଣ୍ଟ ସେଣ୍ଟର ଥୁଆମୂଳ ରାମପୁର ଠାରେ...