ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’ କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ ଅଧିକ ଟିଏମସି ଏମପି ଦଳ ଛାଡିବାକୁ ଯାଉଛନ୍ତି ଏବଂ ଭାରତୀୟ ଜନତା ପାର୍ଟି…