ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ
ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ ନିର୍ମିତ ଟେଣ୍ଟ ଭାଙ୍ଗି ପଡ଼ି ପଡିଥିବା ବେଳେ ପ୍ରାୟ ୨୫୦ଟି ଷ୍ଟଲ ବର୍ଷା…
ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ପ୍ରାୟତଃ ସମଗ୍ର…
କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍ ଗଲେ ବିଏସ୍ଏନଏଲ୍ ସେବା ଅଚଳ
ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡ଼ିଥିବା ବେଳେ ଏହାକୁ ନେଇ ଜିଲାରେ ତୀବ୍ର ଅସନ୍ତୋଷ ଦେଖାଯାଇଛ। ଶନିବାର ସନ୍ଧ୍ୟାରେ…
କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…
ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର ଦିଗରୁ ମାଡ଼ି ଆସିଲା। ଚାହୁଁ ଚାହୁଁ ହଠାତ୍ ପ୍ରବଳ ପବନ ବହିବା ଯୋଗୁ…
କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର
କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା ସହ ଘର ଦ୍ବାର ବ୍ୟାପକ କ୍ଷୟକ୍ଷତି ହୋଇଛି । ୨୦ ନମ୍ବର ଜାତୀୟ…
କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି
କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର କାନ୍ଥ ଭାଙ୍ଗିବା ସହ ଆସବାବପତ୍ର ପବନରେ ଉଡ଼ି ନଷ୍ଟ ହୋଇଛି। ସୂଚନା ମୁତାବକ,…
ବିଲକୁ ଖତ ନେଇ ଯାଇଥିଲେ ଚାଷୀ, ହଠାତ୍ ମାରିଲା ବିଜୁଳି-ଘଡ଼ଘଡ଼ି, ଆଉ ତା’ ପରେ…
ଖଣ୍ଡପଡ଼ା,୩୦ା୪(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରୟତି ଢୋଲମରା ଗ୍ରାମପଞ୍ଚାୟତ ଅଧୀନ ମଇଁଶିବିନ୍ଧା ଗ୍ରାମର ଜନୈକ ଗରିବ ଚାଷୀ ଭଗବାନ ନାୟକଙ୍କ ପୁତ୍ର ନାରାୟଣ (୪୯)ଙ୍କ ବଜ୍ରପାତରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ପରିବାର ଲୋକଙ୍କ ସୂଚନା ଅନୁଯାୟୀ,…
ଏସବୁ ଜିଲାରେ ଆଜି କାଳବୈଶାଖୀ: ପ୍ରବଳ ଘଡ଼ଘଡ଼ି ସହ ବିଜୁଳି, ସତର୍କ ସୂଚନା ଜାରି କରି…
ଭୁବନେଶ୍ୱର,୨୧ା୪: ରାଜ୍ୟରେ ଗତ କିଛିଦିନ ଧରି ପାରଦ ଉପରମୁହାଁ ରହିଛି। ଦିନରେ ଗରମ ଓ ଗୁଳୁଗୁଳି, ଅପରାହ୍ନରୁ କାଳବୈଶାଖୀ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତେବେ ଆସନ୍ତା ୪ ଦିନ ଧରି ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଏଥିସହ ରାଜ୍ୟର ବିଭିନ୍ନ…
ରାଜ୍ୟରେ ଝଡ଼ବର୍ଷା ଆଲର୍ଟ
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ଝଡ଼ତୋଫାନ ସହ ବର୍ଷା ହୋଇଛି। ପୁରୀ ଓ…
ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜଧାନୀର କିଛି ଅଞ୍ଚଳରେ ବର୍ଷା ହୋଇଥିବାରୁ ସାମାନ୍ୟ…
ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ
ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି। ରାଜ୍ୟରେ ଆହୁରି ୨୪ ଘଣ୍ଟା ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଥିସହ…
କାଳବୈଶାଖୀରେ ଉଡ଼ିଲା ଘରର ଛପର, ଖୋଲା ଆକାଶ ତଳେ ପରିବାର
ଦାରିଙ୍ଗବାଡ଼ି,୧୪ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳ ବୈଶାଖୀର ପ୍ରଭାବରେ ଏକାଧିକ ଘର ଛପର ଉଡ଼ିବା ଜଣାପଡ଼ିଛି। ପ୍ରକାଶ ଯେ, ଉକ୍ତ ବ୍ଲକ ସିଆଙ୍ଗବାଲି ପଞ୍ଚାୟତ ମାଲେବାଡ଼ି ଗ୍ରାମର ଶିକଲା ପ୍ରଧାନଙ୍କ ଘର ଛପର ଉଡ଼ିଯିବା…
Archives


