ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର ଦୁର୍ଘଟଣାରେ ଅବସରପ୍ରାପ୍ତ ଧର୍ମଗଡ଼ ଏସଡିଏମଓ (ଉପ ଖଣ୍ଡ ଚିକିତ୍ସାଧିକାରୀ) ଡାକ୍ତର ହରିଶ୍ଚନ୍ଦ୍ର ପଧାନ…