Tag Archives: Kalahandi district

ଅତି ପ୍ରବଳ ବର୍ଷା ଆଶଙ୍କା: କଳାହାଣ୍ଡି ଜିଲାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

ଭବାନୀପାଟଣା, ୨୮।୧୦(ଉତ୍ତମ କୁମାର ଦାଶ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗର ଏହି ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷା…

ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର ଚାଲିଛି। ସୋମବାର ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ଓହ୍ଲାଇ ପୂର୍ବାହ୍ନ…

ବନ୍ଧାହେଲେ ଉପଜିଲାପାଳ: ୧୦ ଲକ୍ଷ ଲାଞ୍ଚ ନେଇ ଧରାପଡ଼ିଥିଲେ

ଧର୍ମଗଡ଼,୯।୬: କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକ୍‌ମାଙ୍କୁ ଭିଜିଲାନ୍ସ ଗିରଫ କରିଛି। କ୍ରଶର ବ୍ୟବସାୟୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲା। ଏନେଇ ଭିଜିଲାନ୍ସ ସେଲ୍‌ ଥାନା ପକ୍ଷରୁ ମାମଲା (ନଂ.୬/୨୦୨୫)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?