୨୭ତମ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ “ଘୁମୁରା” ୨୦୨୫ ଅନୁଷ୍ଠିତ ଥୁଆମୂଳ ରାମପୁର,୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ ବାବା ଖଣ୍ଡୁଆଳ ପଡିଆ ଠାରେ ମଙ୍ଗଳବାର କଳାହାଣ୍ଡି ଜିଲାର ଗର୍ବ ଓ ଗୌରବ, କଳା ସାଂସ୍କୃତି, ଐତିହ ଓ ବିକାଶ ଧାରାର ବାର୍ତ୍ତାବହ ବ୍ଲକ୍ ସ୍ତରୀୟ ୨୭ ତମ…