ଶୀତ ମହୋତ୍ସବ ମଶାଲ ଶୋଭାଯାତ୍ରାରେ କଳାହାଣ୍ଡି କଟପ୍ପା, ଦେଖିବାକୁ ଶହଶହ ଦର୍ଶକଙ୍କ ଭିଡ଼ ଦାରିଙ୍ଗବାଡି, ୮/୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ସଂନ୍ଧ୍ୟାରେ ଉଦଘାଟନ ହେବାକୁ ଯାଉଛି । ଏହି ଅବସରରେ ଦାରିଙ୍ଗବାଡି ଶିବ ମନ୍ଦିର ପ୍ରାଙ୍ଗଣରୁ ମଶାଲ ବାହାରି ଶୀତ ମହୋତ୍ସବ ପଡିଆରେ ପହଞ୍ଚିଥିଲା ।...