Tag Archives: Kalahandi news

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ କଳାହାଣ୍ଡି ଜିଲାର ସମସ୍ତ ସରକାରୀ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ଗୁରୁତର ଭାବେ ବିପର୍ଯ୍ୟସ୍ତ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ ଅତି ନିମ୍ନମାନର କାମ ହେଉଥିବା ଅଭିଯୋଗ ହେଉଥିଲା । ତେବେ ବୁଧବାର କାମ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌ ଉପରେ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଏକ ଚଢ଼ଉ କରାଯାଇଛି। ଖାଦ୍ୟର ଗୁଣବତ୍ତା…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର ଆମପାଣି ଘାଟି ବିରିମୁହାଣ ଛକ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ଟ୍ରଲର…

କଳାହାଣ୍ଡିରେ ପୁଣି ହାତୀ ଆତଙ୍କ: ନର୍ଲାରେ ବୃଦ୍ଧଙ୍କୁ ଦଳିଦେଲା ହାତୀ, ୨ ମାସରେ ଗଲାଣି ୨ ଜୀବନ

ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ବ୍ଳକ ବାଗପୁର ଗ୍ରାମରୁ ସୋମବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଏହି ଗ୍ରାମର ଗଣ୍ଠି ମାଝୀ (୬୧) ନାମକ ଜଣେ ବୃଦ୍ଧଙ୍କୁ ହାତୀ ଦଳି ଦେବାରୁ ଘଟଣା ସ୍ଥଳରେ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସ୍ପେଶାଲ ବିଚାରପତି ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ଟିମ ୩ ଟି…

ପୁଣି ଥରେ ଅଜିତ ହେଲେ କଳାହାଣ୍ଡି ଜିଲା ଛାତ୍ର ବିଜେଡି ସଭାପତି, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା, ୧୨ା୨(ପ୍ରଦୀପ କୁମାର ସାହୁ): ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ଯୁବ ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲା ପାଇଁ ଛାତ୍ର ବିଜେଡି ଯୁବ ସଭାପତି ଭାବେ ଛାତ୍ର ନେତା…

ରାଜ୍ୟ ସଭା MP ସୁଜୀତ କୁମାରଙ୍କ ନିଆରା ପ୍ରୟାସ: ରାଷ୍ଟ୍ରପତିଙ୍କୁ ଭେଟିଲେ ଦୁର୍ଗମ ତୁର୍କା ଗ୍ରାମର ୪ ଆଦିବାସୀ ଝିଅ

ଭବାନୀପାଟଣା/ଲାଞ୍ଜିଗଡ଼,୧୨ା୨(ଉତ୍ତମ କୁମାର ଦାଶ/ରମେଶ ଚନ୍ଦ୍ର ନାୟକ)- କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଦୁର୍ଗମ ଲାଞ୍ଜି ପଞ୍ଚାୟତର ତୁର୍କା ଗ୍ରାମ ଗତ କିଛି ବର୍ଷ ତଳେ ବାହ୍ୟ ଜଗତରୁ ପ୍ରାୟ ବିଚ୍ଛିନ୍ନ ଥିଲା। ଏହି ଗ୍ରାମରେ ପକ୍କା ରାସ୍ତା, ପାନୀୟ ଜଳ କିମ୍ବା…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା ପୂର୍ବରୁ ସ୍ଥାନୀୟ ଟାଉନ ହଲଠାରୁ ଜିଲାପାଳଙ୍କ ଅଫିସ ପର୍ଯ୍ୟନ୍ତ ଏକ ବିରାଟ ଶୋଭାଯାତ୍ରା…

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ ହାବୁଡ଼ରେ ପଡ଼ିଛନ୍ତି। ରିଷିଡ଼ା ଫାଣ୍ଡି ଅଧିକାରୀ ମନୁଆ ବିଡିକା ଉକ୍ତ ଗାଡ଼ିକୁ ଜବତ କରି…

କେସିଙ୍ଗାର ଦୁଇ ପଞ୍ଚାୟତକୁ ମନ୍ତ୍ରୀ ରବିନାରାୟଣ ନାଏକଙ୍କ ଭେଟି: ଉଦ୍‌ଘାଟିତ ହେଲା…

କେସିଙ୍ଗା,୧୯।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଦୁଇଟି ପଞ୍ଚାୟତକୁ ଗ୍ରାମ ଉନ୍ନୟନ, ପଞ୍ଚାୟତ ରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ ଭେଟି ଦେଇଛନ୍ତି। କିକିଆ ପଞ୍ଚାୟତ ସ୍ଥିତ ଭେଜାପଦର ଗ୍ରାମରେ ଓଭରହେଡ ପାଣି ଟାଙ୍କି ଓ ଗାଈଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?