କଳାହାଣ୍ଡିରେ ଶୀତର ଲହରୀ; ୧୫ ଡିଗ୍ରୀ ଛୁଇଁଲା ରାତି ତାପମାତ୍ରା, ଆଗକୁ….
ଭବାନୀପାଟଣା,୧୦।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଶୀତର ଲହରୀ ଧୀରେ ଧୀରେ ତୀବ୍ର ହେବାରେ ଲାଗିଛି । ବିଶେଷ କରି ଜିଲାର ସଦର ମହକୁମା ଭବାନୀପାଟଣା ସହରରେ ପାରଦ ଖସିବା ସହ ରାତିର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ ରେକର୍ଡ…

