Tag Archives: Kalahandi

ଆତଙ୍କ ଖେଳାଇଲା ପିକଅପ୍‌ ଭ୍ୟାନ୍‌: ଦୁଇ ବାଇକ୍‌କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍‌କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ ଥିବା ଏକ ଘର ଭିତରକୁ ପଶି କାନ୍ଥ ଭାଙ୍ଗିଲା ପିକଅପ୍‌ ଭ୍ୟାନ୍‌। ଏହି…

ମିଶନ ଶକ୍ତି ଓ ଓଡ଼ିଶା ରାଇଜିଂ ଫାଉଣ୍ଡେସନ ମଧ୍ୟରେ MOU: କଳାହାଣ୍ଡିର ଏସଏଚଜି ମହିଳା ପାଇବେ ଆର୍ଥିକ ସାକ୍ଷରତା ପ୍ରଶିକ୍ଷଣ

ଭବାନୀପାଟଣା, ୨୭/୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସ୍ୱୟଂ ସହାୟକ ଗୋଷ୍ଠୀ (SHG) ମହିଳାମାନଙ୍କୁ ଆର୍ଥିକ ସ୍ତରରେ ସଶକ୍ତ ଓ ସାକ୍ଷର କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଭବାନୀପାଟଣାଠାରେ କଳାହାଣ୍ଡି ଜିଲା ମିଶନ ଶକ୍ତି ଏବଂ ‘ଓଡ଼ିଶା…

୬୬ ବର୍ଷରେ ରିଷିଡ଼ା ଦୁର୍ଗାପୂଜା: ଏଥରର ମୁଖ୍ୟ ଆକର୍ଷଣ ରହିଛି…

ରିଷିଡ଼ା,୧୬ା୧୦(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ରିଷିଡ଼ାଠାରେ ସାର୍ବଜନନୀ ଶାରଦୀୟ ଦୁର୍ଗାପୂଜା ଏଥର ୬୬ ବର୍ଷରେ ପଦାର୍ପଣ କରିଛି। ୧୯୬୦ରେ ତତ୍କାଳୀନ ରିଷିଡ଼ା ପାଣ୍ଡି ଅଧିକାରୀ ମାଧବ ଚୌଧୁରୀଙ୍କ ପ୍ରୋତ୍ସାହନରେ ଗ୍ରାମର ଗୌନ୍ତିଆ ଓ ଗାଁ ମୁଖିଆମାନେ ଦୁର୍ଗାପୂଜା ଆରମ୍ଭ କରିଥିଲେ। ସେତେବେଳେ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି), ବିଜୁ ଛାତ୍ର ଜନତା ଦଳ (ବିସିଜେଡି) ଓ ଭାରତୀୟ…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ ଦଳ ପକ୍ଷରୁ ଜିଲାର ଜୁନାଗଡ଼, ଭବାନୀପାଟଣା, କେସିଙ୍ଗା, ଧର୍ମଗଡ଼ ଆଦି…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ ଲକ୍ଷ୍ୟରେ ନିଆରା ପ୍ରୟାସ ଆରମ୍ଭ କରିଛନ୍ତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କଂଶିଲ…

କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…

ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଆରମ୍ଭ ହୋଇଯାଇଛି। ଏହିପରିପ୍ରେକ୍ଷୀରେ ଗୁରୁବାର କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଯୋଗୁ…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ ଅଛନ୍ତି। କାରିଗରମାନେ ମୂର୍ତ୍ତି ଗଢିବା ପାଇଁ ନଡ଼ା ଉପରେ ମାଟି ପ୍ରଲେପ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା ଅଞ୍ଚଳ ପାଇଁ ଗର୍ବର ବିଷୟ ପାଲଟିଛି। ହେଲେ ଡାକ୍ତରୀ ପାଠ ପଢ଼ିବା ପାଇଁ…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ସମୟରେ ୨୧ଟି ଦୋକାନରୁ ମୋଟ ୧୩ ହଜାର ଟଙ୍କା…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ ଚାଲିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ଅନିଶ୍ଚିତତା ପ୍ରକାଶ ପାଇଛି। କାମଟି…

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଡମ କର୍ଲାଖୁଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?