Kalahandi

ଉପାନ୍ତ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଫେଲ୍: ବିଦ୍ୟାଳୟକୁ ଆସୁନାହାନ୍ତି ଶିକ୍ଷକ, ଡମି ଶିକ୍ଷୟିତ୍ରୀ ଭରସାରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ

ଲାଞ୍ଜିଗଡ଼,୪।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ ସ୍ଥିତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବିଚିତ୍ର…

1 year ago

ଆଗକୁ ପ୍ରଚଣ୍ଡ ତାତି: ଗାଁ ଗାଁରେ ପାନୀୟଜଳ ସମସ୍ୟା, ଅବଧି ଶେଷ ସୁଦ୍ଧା ସରିଛି ୩୦% କାମ

ଥୁଆମୂଳ ରାମପୁର,୩।୧:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ସବୁଠୁ ପଛୁଆ ବ୍ଲକ ଭାବରେ ପରିଚିତ ଆଦିବାସୀ ଅଧୁଷିତ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକରେ ଅନେକ ସମସ୍ୟା ମଧ୍ୟରୁ ବିଶୁଦ୍ଧ…

1 year ago

ପଞ୍ଚାୟତ ସମିତି ସଭା ଗୃହ ନିର୍ମାଣରେ ଅନିୟମିତତା: ବିନା ସୂଚନା ଫଳକର ବିଡ଼ିଓଙ୍କ ଆଖି ସାମ୍ନାରେ ସରକାରୀ ନିୟମ ଉଲଘଂନ

ଥୁଆମୂଳ ରାମପୁର,୨୮।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ନୂତନ କୋଠା ନିର୍ମାଣ କାର୍ଯ୍ୟ ବିନା ସୂଚନା ଫଳକରେ ଚାଲିଛି। ଉକ୍ତ…

1 year ago

ବେଆଇନ ବାଲି ଚୋରାଚାଲଣ ବେଳେ ଧରପଗଡ: ୫ ଲକ୍ଷ ୩୦ ହଜାର ଟଙ୍କା ଫାଇନ ଆଦାୟ

ଭବାନୀପାଟଣା,୨୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ତହସିଲରେ ବେଆଇନ ଭାବେ ବାଲି ଓ ପଥର ଚୋରାଚାଲାଣ ରୋକିବା ପାଇଁ ଜିଲା ମାଇନିଂ(ଖଣି) ବିଭାଗ ଅଣ୍ଟା ଭିଡିଛି।…

1 year ago

ପେଙ୍ଗଢୁସି ଗାଁରେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଥୁଆମୂଳ ରାମପୁର, ୧୭।୧(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ପେଙ୍ଗଢୁସି ଗ୍ରାମରେ ଲକ୍ଷ୍ମଣ ମାଝୀ (୩୬ ବର୍ଷ) ନାମକ ଜଣେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ ଘଟିଛି।…

1 year ago

ଆଦିବାସୀ ପରମ୍ପରାର ନିଆରା ଟୋକିମରା ପର୍ବ ପାଳିତ

ଥୁଆମୂଳ ରାମପୁର,୧୩।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ ଆଦିବାସୀ ପରମ୍ପରା ଭରି ରହିଛି ଆଦିମ ସଭ୍ୟତାର ନିଦର୍ଶନ। ଆଜିର ଆଧୁନିକ ସମାଜରେ ଯଦିଓ ବେଶଭୂଷାରେ କେତେକାଂଶରେ ପରିବର୍ତ୍ତନ ହୋଇଛି,…

1 year ago

ଜିଲା ସ୍ତରୀୟ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଅଷ୍ଟମ ସାମାଜିକ ମହୋତ୍ସବ

କେସିଙ୍ଗା, ୫।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ସ୍ଥିତ ଗୋବର୍ଦ୍ଧନ ପୀଠ ପରିସରରେ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ପକ୍ଷରୁ ଜିଲା…

1 year ago

ଛାତ୍ରୀ ନିବାସରୁ ରାସନ ସାମଗ୍ରୀ ବୋଝେଇ ଗାଡି ଅଟକ: ପ୍ରଧାନ ଶିକ୍ଷକଙ୍କୁ ଘେରିଗଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୩ା୧୨(ଦୁର୍ଗା କୀର୍ତ୍ତି): ଛାତ୍ରୀ ନିବାସ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ରାସନ ସାମଗ୍ରୀ ନେଇ ଚମ୍ପଟ ମାରୁଥିବା ବେଳେ ଗ୍ରାମବାସୀଙ୍କ ଦ୍ଵାରା ଗାଡିକୁ ଅଟକ ରଖାଯାଇଥିବା ବେଳେ…

2 years ago

କ୍ରୀଡା ହିଁ ଶାରୀରିକ ଦକ୍ଷତାର ମୂଳମନ୍ତ୍ର, ଲଡୁଗାଁ କଲେଜର ବାର୍ଷିକ କ୍ରୀଡା ଉଦଯାପିତ

କୋକସରା,୧୭।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ କୋକସରା ବ୍ଲକ ଲଡୁଗାଁ ସ୍ଥିତ ହାୟର ସେକେଣ୍ଡରି ସ୍କୁଲର ୩୦ ତମ ବାର୍ଷିକ କ୍ରୀଡା ଉତ୍ସବ ମଙ୍ଗଳବାର ଦିନ ଉଦଯାପିତ…

2 years ago

କଳାହାଣ୍ଡି ଜିଲାରେ ମୃଦୁ ଭୂକମ୍ପ

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟା ୭ଟା ୩ ମିନିଟ୍ ରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ଜିଲାର ଭବାନୀପାଟଣା,ଧର୍ମଗଡ,ଜୁନାଗଡ଼…

2 years ago

ଜିଲାପାଳଙ୍କ ନିର୍ଦ୍ଦେଶକୁ ମାନିଲେନି ଶିକ୍ଷା କମିଟି: ଫେରିଗଲେ ପ୍ରଧାନ ଶିକ୍ଷକ

କେସିଙ୍ଗା,୧୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ସ୍ଥିତ ଜବାହାର ଉଚ୍ଚ ବିଦ୍ୟାପୀଠ ବାଲସି (କ) ର ପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା…

2 years ago

ପାରିବାରିକ କଳହକୁ କେନ୍ଦ୍ର କରି ଭିଣୋଇକୁ ହତ୍ୟା କଲା ଶଳା, ଭାଣିଜୀ ଗୁରୁତର

ଥୁଆମୂଳ ରାମପୁର,୧ା୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଥୁଆମୂଳ ଗ୍ରାମପଞ୍ଚାୟତ ନିକଟସ୍ଥ ରାଣୀଡୁମେର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତ୍ରୀରେ ଏକ ଅଭାବନୀୟ ଘଟଣା…

2 years ago