ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଂ ଆଓ୍ବାର୍ଡ, ଶିକ୍ଷା କ୍ଷେତ୍ରରେ ନୂତନ ଅଧ୍ୟାୟ ସୃଷ୍ଟି କଲା ‘ବିକାଶ ଆବାସିକ ବିଦ୍ୟାଳୟ’
ଭବାନୀପାଟଣା,୧୭।୧୦(ଉତ୍ତମ କୁମାର ଦାଶ)- ଦିଲ୍ଲୀର ଏକ ତାରକା ହୋଟେଲରେ ଗତ ୧୩ ତାରିଖରେ ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଂଙ୍ଗ ଆୱାର୍ଡ଼ ୨୦୨୫-୨୬ ଅନୁଷ୍ଠିତ ହୋଇଥିଲା। ଏଜୁକେଶନ ୱାର୍ଲଡ୍ ପକ୍ଷରୁ ଏହି ସର୍ବେକ୍ଷଣରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ...
ଥୁଆମୂଳ ରାମପୁର ବ୍ଲକ ବିଜେଡିର ଯୁବ ସଭାପତି ହେଲେ ପ୍ରଦୀପ କୁମାର ନାଏକ
ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): ବିଜୁ ଜନତା ଦଳ ତାର ସଂଗଠନକୁ ତୃଣମୂଳସ୍ତରରୁ ଅଧିକ ମଜବୁତ କରିବା ପାଇଁ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରଖିଛି। ଏହି ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ମଧ୍ୟ ଏହି ପ୍ରକ୍ରିୟା ଜରିଆରେ...
ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ; କଳାହାଣ୍ଡି ଜିଲାରେ ପ୍ରଥମେ ଉଦ୍ଘାଟନ କଲେ…
କେସିଙ୍ଗା,୧୭।୯(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନକୁ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଅଭିଯାନକୁ ବୁଧବାର ଉଦ୍ଘାଟନ କଥିଲେ। ହସ୍ପିଟାଲ ପକ୍ଷରୁ...
ଜଙ୍ଗଲକୁ କାଠ ଆଣି ଯାଇଥିବା ବେଳେ ଆଦିବାସୀ ମହିଳାଙ୍କୁ ବଳାତ୍କାର ଉଦ୍ୟମ, ୩ ଦିନ ଧରି ଅଭିଯୁକ୍ତ…
ଲାଞ୍ଜିଗଡ,୧୬ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ବିଧବା ମହିଳାଙ୍କୁ ବଳାତ୍କାର ଉଦ୍ୟମ ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୨୬/୨୫) ରୁଜୁକରି ଅଭିଯୁକ୍ତ ଲାଖବାହିଲି...
ମିଳୁନି ନ୍ୟାୟ: ଥାନାଧିକାରୀ, ବିଇଓଙ୍କ ନାଁରେ ଲିଖିତ ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ…
ଭବାନୀପାଟଣା, ୧୩।୯ (ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅନ୍ତର୍ଗତ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଗତ ୩ ତାରିଖ ଜୁନାଗଡ଼ ପୋଲିସ ଦ୍ୱାରା ପୋକ୍ସୋ ଆକ୍ଟରେ ଗିରଫ...
ଦାଦନ ଖଟି ଯାଉଥିବା ବେଳେ ଅଧାରାସ୍ତାରୁ ଶ୍ରମିକ ନିଖୋଜ, ଲାଞ୍ଜିଗଡ଼ ଥାନାର ଦ୍ୱାରସ୍ଥ ହେଲେ ପରିବାରଲୋକେ…
ଲାଞ୍ଜିଗଡ,୧୦।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜଲା ଲାଞ୍ଜିଗଡ଼ ବ୍ଳକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଦିନକୁ ଦିନ ଦାଦନ ଶ୍ରମିକଙ୍କ ଦୁଃଖ ଅଞ୍ଚଳରେ ବଢ଼ିବାରେ ଲାଗିଛି । କେତେ ବେଳେ ଦାଦନ ଶ୍ରମିକ ସାଉକାରଙ୍କ ଠାରୁ ର୍ନିଯ୍ୟାତିତ ହେଉଛି ତ କେତେବେଳେ...
କାହା ଚାପରେ ଚୁପ୍ ଜୁନାଗଡ଼ ପୋଲିସ-ଶିକ୍ଷା ବିଭାଗ, ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ
ଭବାନୀପାଟଣା, ୧୦।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅନ୍ତର୍ଗତ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେରଙ୍କ ସ୍ତ୍ରୀ ସୁମିତ୍ରା ମେହେର ତାଙ୍କ ସ୍ବାମୀଙ୍କୁ ମିଥ୍ୟା ଅଭିଯୋଗରେ ଫସାଯାଇଥିବା ନେଇ ଜୁନାଗଡ଼ ଥାନାରେ...
ଏକାଠି ନୂଆଁଖାଇ ପାଳିଲେ ୫୭ ପରିବାର, ପରସ୍ପରର ସୁଖସମୃଦ୍ଧି…
ରିଷିଡା, ୫।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତର କୁନ୍ଦେଇପାଲି ଗାଁର ଗୌତିଆ ପରିବାର ସମେତ ପଡ଼ାବାସୀ ଶୁକ୍ରବାର ଏକତ୍ରିତ ହୋଇ ନୂଆଖାଇ ପାଳିଛନ୍ତି। ସେମାନେ ପ୍ରଥମେ ଗାଁର ଇଷ୍ଟ ଦେବୀ ମା’ କନ୍ଧେନ ବୁଢ଼ୀଙ୍କଠାରେ ପ୍ରଥମେ...
ଭାଜପାର ବ୍ଲକସ୍ତରୀୟ ସାଂଗଠନିକ ସମାବେଶ, କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଲେ ଜିଲା ସଭାପତି-ଧର୍ମଗଡ଼ ବିଧାୟକ
କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଦୂର୍ଗାମଣ୍ଡପଠାରେ ବୁଧବାର ଭାଜପାର ବ୍ଲକ ସ୍ତରୀୟ ସାଙ୍ଗଠନିକ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏଥିରେ କର୍ଲାମୁଣ୍ଡା ଓ ଯୋରାଡବରା ମଣ୍ଡଳର ସଭାପତି ଡୋଳାମଣୀ ଭୋଇ ଓ ଯତିନ୍ଦ୍ର...
ଜାତୀୟ କ୍ରୀଡା ସମ୍ମିଳନୀ: ଯୋଗ ଦେବେ କଳାହାଣ୍ଡିର ସୁନା ଝିଅ ସାନଭିପ୍ରଜ୍ଞା
ଭବାନୀପାଟଣା,୨।୯(ଉତ୍ତମ କୁମାର ଦାଶ)-ଜାତୀୟ ମହିଳା କ୍ରିକେଟ ସମ୍ମିଳନୀରେ ଯୋଗ ଦେବାପାଇଁ ମନୋନୀତ ହୋଇଛନ୍ତି କଳାହାଣ୍ଡିର ସୁନା ଝିଅ ସାନଭିପ୍ରଜ୍ଞା ରାଉତ (ମାହୀ)। ଏହି ଖବର ଜଣାପଡ଼ିବା ପରେ ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଜିଲାର କୋକସରା ବ୍ଲକ ଖପରାମାଲ ଗ୍ରାମେ...
କେସିଙ୍ଗା ଆଦର୍ଶ ଥାନାରେ ନୂତନ ଆଇଆଇସି: ଅଭିଯୁକ୍ତଙ୍କ ବିରୋଧରେ ନେବେ କଡ଼ା ପଦକ୍ଷେପ
କେସିଙ୍ଗା,୨।୯(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାରେ ନୂତନ ଆଇଆଇସି ଜିତେନ୍ଦ୍ର ବିଶ୍ବାଳ ସୋମବାର ସନ୍ଧ୍ୟାରେ ଯୋଗ ଦେଇଛନ୍ତି। ସେ ଏହା ପୂର୍ବରୁ ଲାଞ୍ଜିଗଡ଼ ଥାନାରେ ଥିଲେ। ଜଣେ ଦକ୍ଷ ଥାନା ଅଧିକାରୀ ଭାବେ କେସିଙ୍ଗା ଆଦର୍ଶ ଥାନାରେ...
ଜୟନ୍ତ କୁମାର ପାଇଲେ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ସେବା ସମ୍ମାନ, ଛୁଟିଛି ଶୁଭେଚ୍ଛାର…
ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ)- ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ବୁଧବାର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ରାଜୀବ ଗାନ୍ଧୀଜୀଙ୍କ ୮୧ତମ ଜୟନ୍ତୀ ଅବସରରେ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ସେବା ସମ୍ମାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା...
Archives


