Tag Archives: Kalahandi

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା/ମ.ରାମପୁର,୫।୮(ଉତ୍ତମ କୁମାର ଦାଶ/ଶଶିଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ କେହି ଦୁର୍ବୃତ୍ତ ଛୁରି ଭୁସି ହତ୍ୟା କରିଥିବା ଜଣାପଡିଛି। ରକ୍ତ ଜୁଡୁବୁଡୁ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ ରଚିଛନ୍ତି। ରବିବାର ଫାଇନାଲରେ ପୁରୁଷ ଏକକ (ଏସଏଲ୩) ଏବଂ ମିକ୍ସଡ ଡବଲ୍ସ (ଏସଏଲ୩-ଏସୟୁ୫)…

୧୦ ଲକ୍ଷ ଟଙ୍କାର ତାର ଚୋରି କରି ୫ ବନ୍ଧାହେଲେ, ସୂଚନା ଦେଇ ଏସ୍‌ପି କହିଲେ…

କେସିଙ୍ଗା,୨୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବେଦାନ୍ତ ପମ୍ପ୍‌ ହାଉସ୍‌ରୁ ଗତ ୧୫ ତାରିଖରେ ତମ୍ବାତାର ଚୋରି ହୋଇଥିଲା। ଏ ନେଇ ବେଦାନ୍ତର ସାଇଟ୍‌ ଇନ୍‌ଚାର୍ଜ ଯଶୋବନ୍ତ ନନ୍ଦ କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଭିତ୍ତିକରି କେସିଙ୍ଗା…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ଖବର ସାମ୍ନାକୁ ଆସିଛି। ମୃତ ଶ୍ରମିକ ଜଣକ…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଛତିଶଗଡ ରାଜ୍ୟ ସରଗୁଜା ଜିଲା…

ପୁଣି ଥରେ ଅଜିତ ହେଲେ କଳାହାଣ୍ଡି ଜିଲା ଛାତ୍ର ବିଜେଡି ସଭାପତି, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା, ୧୨ା୨(ପ୍ରଦୀପ କୁମାର ସାହୁ): ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ଯୁବ ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲା ପାଇଁ ଛାତ୍ର ବିଜେଡି ଯୁବ ସଭାପତି ଭାବେ ଛାତ୍ର ନେତା…

ଅବିନାଶଙ୍କୁ କଳାହାଣ୍ଡିର ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ

ଭବାନୀପାଟଣା,୧୨ା୨(ଉତ୍ତମ କୁମାର ଦାଶ): ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ଯୁବ ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲା ପାଇଁ ବିଜେଡି ଯୁବ ସଭାପତି ଭାବେ ଅବିନାଶ ଠାକୁରଙ୍କ ନାମ ଚୟନ…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଏକ ପ୍ରକାର ପ୍ରହସନରେ ପରିଣତ ହୋଇଛି। ସରକାରୀ ଯୋଜନାର ସୁଫଳ ଭିନ୍ନକ୍ଷମଙ୍କ…

ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ

ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର ପଞ୍ଚାୟତସ୍ଥିତ ଚୂଳବାଡ଼ି ଗ୍ରାମରେ କୋଟି କୋଟି ଟଙ୍କାର ଖଣି ସମ୍ପଦ ଥାଇ ମଧ୍ୟ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି ଦାଦନ ଖଟିବା ଆଜି ଏକ ପରିବାର ପାଇଁ ଅଭିଶାପ ସାଜିଛି। କଳାହାଣ୍ଡି ଜିଲା…

ବାର୍‌ହା ଶିକାର ପଡ଼ିଲା ମହଙ୍ଗା: ୫ଙ୍କୁ…

ଖଡ଼ିଆଳ,୨୫।୧୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବନଖଣ୍ଡ ଖଡ଼ିଆଳ ରାଣୀମୁଣ୍ଡ ବିଟରେ ବାର୍‌ହା ଶିକାର ଅଭିଯୋଗରେ ସୋମବାର ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏହି ଘଟଣାରେ ଅନ୍ୟ ୯ଜଣ ଫେରାର ହୋଇଯାଇଛନ୍ତି। ଗିରଫ ବ୍ୟକ୍ତିମାନେ ହେଲେ ଖଡ଼ିଆଳ…

୨୧ ମାସର ସଂଘର୍ଷ ପରେ ମିଳିଲା ନ୍ୟାୟ: ମିଳିଲା…

ଭବାନୀପାଟଣା,୨୧ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ତଳଜାରିଙ୍ଗ ପଞ୍ଚାୟତ ଲବଣିପୁର ମୌଜ଼ାର ବାଘବାଡ଼ିପଡ଼ାବାସୀ ୨୧ ବର୍ଷର ସଂଘର୍ଷ ପରେ ଶେଷରେ ଜଙ୍ଗଲ ଜମି ଶିରୋନାମା ପଟ୍ଟାରୁ ରାଜସ୍ବ ପଟ୍ଟା ପାଇଛନ୍ତି। ଏହାକୁ ନେଇ ସ୍ଥାନୀୟ ହିତାଧିକାରୀଙ୍କ ମଧ୍ୟରେ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?