Tag Archives: Kalahandi

ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା ନା ହତ୍ୟା: ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ପରେ…

କେସିଙ୍ଗା,୨୩।୧୦(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ରେଳ ଓଭରବ୍ରିଜରେ କାର୍ଯ୍ୟରତ ଜଣେ ଶ୍ରମିକ ବୁଧବାର ରାତିରେ ଆତ୍ମହତ୍ୟା କରିଛନ୍ତି। ଶ୍ରମିକଜଣଙ୍କ ଭଦ୍ରକ ଜିଲା ସାହାପୁର ଗ୍ରାମର ସୁରେନ୍ଦ୍ର ନାଏକ ଙ୍କ ପୁଅ ତାପସ ନାଏକ (୨୫) ବୋଲି ଜଣାପଡିଛି। ଏନେଇ…

ମହାସମାରୋହରେ ସମ୍ପନ୍ନ ହେଲା ମା’ ମହାକାଳୀ ଦେବୀଙ୍କ ପୂଜା-ଭୈରବ ଦେବଙ୍କ ଝାମୁଯାତ୍ରା

ଥୁଆମୂଳ ରାମପୁର,୨୨।୧୦(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାର ତାଳବନ୍ଧ ପଡାରେ ନବ ଜୀବନର ଯୁବ ଅନୁଷ୍ଠାନ ଓ ଦୀପାବଳି ପୂଜା କମିଟିର ମିଳିତ ଆନୁକୂଲ୍ୟରେ ମା’ ମହାକଳୀ(ବେଙ୍ଗୁଳି ଦେବୀ)ଙ୍କ ପୂଜା ଓ ଦୀପାବଳି ପର୍ବରେ…

ଗିରିଗୋବର୍ଦ୍ଧନ ପୂଜା ଉପଲକ୍ଷେ କଳସ ଯାତ୍ରା

କେସିଙ୍ଗା,୨୧।୧୦(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ସ୍ଥିତ ଜୁଗୁଲା ଡଙ୍ଗର ପରିସରରେ ଗିରିଗୋବର୍ଦ୍ଧନ ପୂଜା ଉପଲକ୍ଷେ ଗ୍ରାମ୍ୟ ବିକାଶ କମିଟି ପକ୍ଷରୁ ମଙ୍ଗଳବାର ବିରାଟ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା। ବାଲସି ଗ୍ରାମର ଆଡ଼କଟା ଠାରୁ…

କଳାହାଣ୍ଡିରେ ବଜ୍ରପାତରେ ୨୨ ଛେଳି ମୃତ, ଅଳ୍ପକେ ବର୍ତ୍ତିଲେ ଚରାଳି

ମଦନପୁର, ୨୦।୧୦((ଜଗଦୀଶ ପ୍ରସାଦ ରଣା ): କଳାହାଣ୍ଡି ଜିଲାର ଏମ୍. ରାମପୁର ବ୍ଲକ୍ ଅନ୍ତର୍ଗତ ମଦନପୁର ଅଲାତରା ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ୨୨ଟି ଛେଳି ମରିଛନ୍ତି। ଛେଳି ଚରାଉଥିବା ଚରାଳି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଗ୍ରାମର ଜନକ ଭୋଇ…

ଦୀପାବଳୀରେ ଆସିଲା ଦୁଃଖଦ ଖବର: ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ଭବାନୀପାଟଣା,୨୦।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ସୋମବାର ଦୀପାବଳୀ ପାଇଁ ଚାରିଆଡେ ଉତ୍ସବ ମୁଖର ଥିବାବେଳେ ଜିଲାର ମୁଖ୍ୟାଳୟ ଭବାନୀପାଟଣା ସହରରୁ ଆସିଛି ଏକ ଦୁଃଖଦ ଖବର। ସହରର ଶମ୍ଭୁନଗର ପଡାସ୍ଥିତ ଏକ ଜମିରୁ ସୋମବାର ଅପରାହ୍ନରେ ଜଣେ ଯୁବକଙ୍କ ଗଳିତ…

ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଂ ଆଓ୍ବାର୍ଡ, ଶିକ୍ଷା କ୍ଷେତ୍ରରେ ନୂତନ ଅଧ୍ୟାୟ ସୃଷ୍ଟି କଲା ‘ବିକାଶ ଆବାସିକ ବିଦ୍ୟାଳୟ’

ଭବାନୀପାଟଣା,୧୭।୧୦(ଉତ୍ତମ କୁମାର ଦାଶ)- ଦିଲ୍ଲୀର ଏକ ତାରକା ହୋଟେଲରେ ଗତ ୧୩ ତାରିଖରେ ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଂଙ୍ଗ ଆୱାର୍ଡ଼ ୨୦୨୫-୨୬ ଅନୁଷ୍ଠିତ ହୋଇଥିଲା। ଏଜୁକେଶନ ୱାର୍ଲଡ୍‌ ପକ୍ଷରୁ ଏହି ସର୍ବେକ୍ଷଣରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ସର୍ବଭାରତୀୟ…

ଥୁଆମୂଳ ରାମପୁର ବ୍ଲକ ବିଜେଡିର ଯୁବ ସଭାପତି ହେଲେ ପ୍ରଦୀପ କୁମାର ନାଏକ

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): ବିଜୁ ଜନତା ଦଳ ତାର ସଂଗଠନକୁ ତୃଣମୂଳସ୍ତରରୁ ଅଧିକ ମଜବୁତ କରିବା ପାଇଁ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରଖିଛି। ଏହି ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ମଧ୍ୟ ଏହି ପ୍ରକ୍ରିୟା ଜରିଆରେ ବ୍ଲକ…

ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ; କଳାହାଣ୍ଡି ଜିଲାରେ ପ୍ରଥମେ ଉଦ୍‌ଘାଟନ କଲେ…

କେସିଙ୍ଗା,୧୭।୯(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନକୁ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଅଭିଯାନକୁ ବୁଧବାର ଉଦ୍‌ଘାଟନ କଥିଲେ। ହସ୍ପିଟାଲ ପକ୍ଷରୁ ଅତିଥିମାନଙ୍କ…

ଜଙ୍ଗଲକୁ କାଠ ଆଣି ଯାଇଥିବା ବେଳେ ଆଦିବାସୀ ମହିଳାଙ୍କୁ ବଳାତ୍କାର ଉଦ୍ୟମ, ୩ ଦିନ ଧରି ଅଭିଯୁକ୍ତ…

ଲାଞ୍ଜିଗଡ,୧୬ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ବିଧବା ମହିଳାଙ୍କୁ ବଳାତ୍କାର ଉଦ୍ୟମ ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୨୬/୨୫) ରୁଜୁକରି ଅଭିଯୁକ୍ତ ଲାଖବାହିଲି ପଞ୍ଚାୟତ…

ମିଳୁନି ନ୍ୟାୟ: ଥାନାଧିକାରୀ, ବିଇଓଙ୍କ ନାଁରେ ଲିଖିତ ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ…

ଭବାନୀପାଟଣା, ୧୩।୯ (ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅନ୍ତର୍ଗତ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଗତ ୩ ତାରିଖ ଜୁନାଗଡ଼ ପୋଲିସ ଦ୍ୱାରା ପୋକ୍ସୋ ଆକ୍ଟରେ ଗିରଫ ହୋଇଥିଲେ।…

ଦାଦନ ଖଟି ଯାଉଥିବା ବେଳେ ଅଧାରାସ୍ତାରୁ ଶ୍ରମିକ ନିଖୋଜ, ଲାଞ୍ଜିଗଡ଼ ଥାନାର ଦ୍ୱାରସ୍ଥ ହେଲେ ପରିବାରଲୋକେ…

ଲାଞ୍ଜିଗଡ,୧୦।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜଲା ଲାଞ୍ଜିଗଡ଼ ବ୍ଳକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଦିନକୁ ଦିନ ଦାଦନ ଶ୍ରମିକଙ୍କ ଦୁଃଖ ଅଞ୍ଚଳରେ ବଢ଼ିବାରେ ଲାଗିଛି । କେତେ ବେଳେ ଦାଦନ ଶ୍ରମିକ ସାଉକାରଙ୍କ ଠାରୁ ର୍ନିଯ୍ୟାତିତ ହେଉଛି ତ କେତେବେଳେ ନିଖୋଜ…

କାହା ଚାପରେ ଚୁପ୍‌ ଜୁନାଗଡ଼ ପୋଲିସ-ଶିକ୍ଷା ବିଭାଗ, ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

ଭବାନୀପାଟଣା, ୧୦।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅନ୍ତର୍ଗତ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେରଙ୍କ ସ୍ତ୍ରୀ ସୁମିତ୍ରା ମେହେର ତାଙ୍କ ସ୍ବାମୀଙ୍କୁ ମିଥ୍ୟା ଅଭିଯୋଗରେ ଫସାଯାଇଥିବା ନେଇ ଜୁନାଗଡ଼ ଥାନାରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?