ସାନଭାଇଙ୍କୁ ଗୁଳିକରି ହତ୍ୟା ଘଟଣା: ଅଭିଯୁକ୍ତ ହତ୍ୟାକାରୀ ବଡ଼ଭାଇ କୋର୍ଟ ଚାଲାଣ
ଲାଞ୍ଜିଗଡ଼,୯।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ଥାନା ଅନ୍ତର୍ଗତ ବେଡ଼ାଗାଁ ପଞ୍ଚାୟତ ଦେହେଡ଼ା ଗାଁରେ ପୂର୍ବ ଶତ୍ରୁତାରୁ ବଡଭାଇ ସାନଭାଇଙ୍କୁ ଶୁକ୍ରବାର ରାତିରେ ଗୁଳିକରି ହତ୍ୟାରେ ସାନଭାଇଙ୍କ ମୃତ୍ଯୁ ଘଟିଥିବା ଘଟଣାରେ ଅଭିଯୁକ୍ତ ବଡଭାଇ କୃଷ୍ଣ...
ଲାଞ୍ଜିଗଡରେ କଂଗ୍ରେସର କର୍ମୀଙ୍କ ବିଶାଳ ଶୋଭାଯାତ୍ରା, ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କୁ ଦାବିପତ୍ର
ଲାଞ୍ଜିଗଡ,୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଠାରେ ରବିବାର ଜିଲା କଂଗ୍ରେସ କମିଟିର କର୍ମୀ ସମ୍ମିଳନୀ ସହିତ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହେଇଥିବା ବେଳେ ଲାଞ୍ଜିଗଡ଼ର ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କ ଉଦେଶ୍ୟରେ ଏକ...
ଭାଇରାଲ୍ ହେଲା ଭିଡିଓ: ତାତିଲେ ଅଭିଭାବକ, ବଦଳି ହେଲେ ଖେଳ ଶିକ୍ଷକ
ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବାତେଲିମା ପଞ୍ଚାୟତସ୍ଥିତ ବାଣୀପଙ୍ଗା ସରକାରୀ ଏସ୍ଏସ୍ଡି ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଛାତ୍ରୀମାନଙ୍କୁ ଚଲାଇ ଥାନାକୁ ଆଣିବା ଅଭିଯୋଗରେ ଶନିବାର ଛାତ୍ରୀଙ୍କ ଅଭିଭାବକ ସ୍କୁଲ ସାମ୍ନାରେ ଧାରଣା ଦେଇଥିବା...
ଉପାନ୍ତ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଫେଲ୍: ବିଦ୍ୟାଳୟକୁ ଆସୁନାହାନ୍ତି ଶିକ୍ଷକ, ଡମି ଶିକ୍ଷୟିତ୍ରୀ ଭରସାରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ
ଲାଞ୍ଜିଗଡ଼,୪।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ ସ୍ଥିତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବିଚିତ୍ର ଶିକ୍ଷା ବ୍ୟବସ୍ଥାI ଶିକ୍ଷକ ଆସୁନଥିବା ବେଳେ ଭଡାଟିଆ ଡମି ଶିକ୍ଷୟିତ୍ରୀ ଭରସାରେ...
ଆଗକୁ ପ୍ରଚଣ୍ଡ ତାତି: ଗାଁ ଗାଁରେ ପାନୀୟଜଳ ସମସ୍ୟା, ଅବଧି ଶେଷ ସୁଦ୍ଧା ସରିଛି ୩୦% କାମ
ଥୁଆମୂଳ ରାମପୁର,୩।୧:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ସବୁଠୁ ପଛୁଆ ବ୍ଲକ ଭାବରେ ପରିଚିତ ଆଦିବାସୀ ଅଧୁଷିତ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକରେ ଅନେକ ସମସ୍ୟା ମଧ୍ୟରୁ ବିଶୁଦ୍ଧ ପାନୀୟ ଜଳ ଅନ୍ୟତମ । ବିଶୁଦ୍ଧ ପାନୀୟଜଳ ସକାଶେ ପୂର୍ବ ସରକାରଙ୍କ...
ପଞ୍ଚାୟତ ସମିତି ସଭା ଗୃହ ନିର୍ମାଣରେ ଅନିୟମିତତା: ବିନା ସୂଚନା ଫଳକର ବିଡ଼ିଓଙ୍କ ଆଖି ସାମ୍ନାରେ ସରକାରୀ ନିୟମ ଉଲଘଂନ
ଥୁଆମୂଳ ରାମପୁର,୨୮।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ନୂତନ କୋଠା ନିର୍ମାଣ କାର୍ଯ୍ୟ ବିନା ସୂଚନା ଫଳକରେ ଚାଲିଛି। ଉକ୍ତ ନୂତନ କୋଠା ନିର୍ମାଣ ପାଇଁ କେତେ ଟଙ୍କା ବ୍ୟୟ ବରାଦ କରାଯାଇଛି...
ବେଆଇନ ବାଲି ଚୋରାଚାଲଣ ବେଳେ ଧରପଗଡ: ୫ ଲକ୍ଷ ୩୦ ହଜାର ଟଙ୍କା ଫାଇନ ଆଦାୟ
ଭବାନୀପାଟଣା,୨୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ତହସିଲରେ ବେଆଇନ ଭାବେ ବାଲି ଓ ପଥର ଚୋରାଚାଲାଣ ରୋକିବା ପାଇଁ ଜିଲା ମାଇନିଂ(ଖଣି) ବିଭାଗ ଅଣ୍ଟା ଭିଡିଛି। ଜିଲାରେ ଏସବୁ ରୋକିବା ପାଇଁ ଆକ୍ସନ ମୁଡକୁ ଓହ୍ଲାଇଛି ଖଣି ବିଭାଗ।...
ପେଙ୍ଗଢୁସି ଗାଁରେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଥୁଆମୂଳ ରାମପୁର, ୧୭।୧(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ପେଙ୍ଗଢୁସି ଗ୍ରାମରେ ଲକ୍ଷ୍ମଣ ମାଝୀ (୩୬ ବର୍ଷ) ନାମକ ଜଣେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ ଘଟିଛି। ଏନେଇ ପରିବାର ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ଥାନାରେ ଲିଖିତ ଅଭିଯୋଗ...
ଆଦିବାସୀ ପରମ୍ପରାର ନିଆରା ଟୋକିମରା ପର୍ବ ପାଳିତ
ଥୁଆମୂଳ ରାମପୁର,୧୩।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ ଆଦିବାସୀ ପରମ୍ପରା ଭରି ରହିଛି ଆଦିମ ସଭ୍ୟତାର ନିଦର୍ଶନ। ଆଜିର ଆଧୁନିକ ସମାଜରେ ଯଦିଓ ବେଶଭୂଷାରେ କେତେକାଂଶରେ ପରିବର୍ତ୍ତନ ହୋଇଛି, ତଥାପି କନ୍ଧ ସମ୍ପ୍ରଦାୟରେ ବଞ୍ଚି ରହିଛି ଅନେକ ମହାନ ପ୍ରଥା ଓ...
ଜିଲା ସ୍ତରୀୟ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଅଷ୍ଟମ ସାମାଜିକ ମହୋତ୍ସବ
କେସିଙ୍ଗା, ୫।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ସ୍ଥିତ ଗୋବର୍ଦ୍ଧନ ପୀଠ ପରିସରରେ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ପକ୍ଷରୁ ଜିଲା ସ୍ତରୀୟ ଅଷ୍ଟମ ସାମାଜିକ ମହୋତ୍ସବ ଜିଲା ସଭାପତି ନୀଳମଣି ସାହୁଙ୍କ ସଭାପତିତ୍ୱରେ...
ଛାତ୍ରୀ ନିବାସରୁ ରାସନ ସାମଗ୍ରୀ ବୋଝେଇ ଗାଡି ଅଟକ: ପ୍ରଧାନ ଶିକ୍ଷକଙ୍କୁ ଘେରିଗଲେ ଗ୍ରାମବାସୀ
ଥୁଆମୂଳ ରାମପୁର,୨୩ା୧୨(ଦୁର୍ଗା କୀର୍ତ୍ତି): ଛାତ୍ରୀ ନିବାସ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ରାସନ ସାମଗ୍ରୀ ନେଇ ଚମ୍ପଟ ମାରୁଥିବା ବେଳେ ଗ୍ରାମବାସୀଙ୍କ ଦ୍ଵାରା ଗାଡିକୁ ଅଟକ ରଖାଯାଇଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏବଂ ହଷ୍ଟେଲ ପରିଚାଳିକାଙ୍କ କାର୍ଯ୍ୟ ପ୍ରତି ସନ୍ଦେହ...
କ୍ରୀଡା ହିଁ ଶାରୀରିକ ଦକ୍ଷତାର ମୂଳମନ୍ତ୍ର, ଲଡୁଗାଁ କଲେଜର ବାର୍ଷିକ କ୍ରୀଡା ଉଦଯାପିତ
କୋକସରା,୧୭।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ କୋକସରା ବ୍ଲକ ଲଡୁଗାଁ ସ୍ଥିତ ହାୟର ସେକେଣ୍ଡରି ସ୍କୁଲର ୩୦ ତମ ବାର୍ଷିକ କ୍ରୀଡା ଉତ୍ସବ ମଙ୍ଗଳବାର ଦିନ ଉଦଯାପିତ ହୋଇଯାଇଛି। ଦୁଇ ଦିବସୀୟ କ୍ରୀଡା ଉତ୍ସବରେ ସୋମବାର କଲେଜର ଅଧ୍ୟକ୍ଷ ଡ଼....
Archives


