Tag Archives: Kalahandi

କଳାହାଣ୍ଡି ଜିଲାରେ ମୃଦୁ ଭୂକମ୍ପ

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟା ୭ଟା ୩ ମିନିଟ୍ ରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ଜିଲାର ଭବାନୀପାଟଣା,ଧର୍ମଗଡ,ଜୁନାଗଡ଼ କୋକସରା, ଜୟପାଟଣା, ଗୋଲାମୁଣ୍ଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି...

ଜିଲାପାଳଙ୍କ ନିର୍ଦ୍ଦେଶକୁ ମାନିଲେନି ଶିକ୍ଷା କମିଟି: ଫେରିଗଲେ ପ୍ରଧାନ ଶିକ୍ଷକ

କେସିଙ୍ଗା,୧୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ସ୍ଥିତ ଜବାହାର ଉଚ୍ଚ ବିଦ୍ୟାପୀଠ ବାଲସି (କ) ର ପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରା ନ ଦେବାରୁ ନିରାଶ ରେ ଫେରି ଯାଇଛନ୍ତି।...

ପାରିବାରିକ କଳହକୁ କେନ୍ଦ୍ର କରି ଭିଣୋଇକୁ ହତ୍ୟା କଲା ଶଳା, ଭାଣିଜୀ ଗୁରୁତର

ଥୁଆମୂଳ ରାମପୁର,୧ା୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଥୁଆମୂଳ ଗ୍ରାମପଞ୍ଚାୟତ ନିକଟସ୍ଥ ରାଣୀଡୁମେର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତ୍ରୀରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଆସାମୀ ହରି...

ଟ୍ରକ୍, ବାଇକ୍ ମଧ୍ୟରେ ଧକ୍କା: ମା’ ବାପାଙ୍କ ସମେତ ପୁଅର ଭାଙ୍ଗିଲା ଗୋଡ଼

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଆଇ ଟି ଆଇ ସମ୍ମୁଖରେ ଅପରାହ୍ନରେ ଏକ ଟ୍ରକ ଓ ବାଇକ ମଧ୍ୟରେ ଧକ୍କା ହୋଇଛି। ଏଥିରେ ଗୋଟିଏ ପରିବାରର ପୁଅ ସମେତ ମା,ବାପାଙ୍କ ଗୋଡ଼ ଭାଙ୍ଗିବା ସହ ଗୁରୁତର ଭାବେ...

କଳାହାଣ୍ଡିରେ ପୁଣି ଜଣେ ଫରେଷ୍ଟରଙ୍କ ସନ୍ଦେହ ଜନକ ମୃତ୍ୟୁ

ଭବାନୀପାଟଣା/ଥୁଆମୂଳ ରାମପୁର,୩୦।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ କଲମପୁର ସେକ୍ସନର ଫରେଷ୍ଟର ପ୍ରକାଶ ମିଶ୍ର (୪୮)ଙ୍କ ସୋମବାର ଅପରାହ୍ନରେ ସନ୍ଦେହ ଜନକ ମୃତ୍ୟୁ ହୋଇଛି। ଅପରାହ୍ନରେ ସେ ଥୁଆମୁଲ ରାମପୁର ରେଞ୍ଜ ଅଫିସରେ କାର୍ଯ୍ୟ...

ବିନାୟକ କଲେଜରେ ରାଗିଂ ଅଭିଯୋଗ: ଛାତ୍ରଙ୍କୁ ଚାରି ମହଲା କୋଠାରୁ ଠେଲିଦେଲେ ସହପାଠୀ

ଭବାନୀପାଟଣା,୨୯।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିନାୟକ କଲେଜରେ ଜଣେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ଆସିଛି। ଏପରିକି ନିଜ ସହପାଠୀ ମାନେ ଛାତ୍ରଙ୍କୁ ତିନି ମହଲାରୁ ଠେଲି ଦେଇଥିବା ମଧ୍ୟ ଜଣାପଡିଛି। ଗୁରୁତର ଅବସ୍ଥାରେ ଛାତ୍ରଙ୍କୁ...

ମହାସମାରୋହରେ ପାଳିତ ହେଲା ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ

ଭବାନୀପାଟଣା/ଜୁନାଗଡ଼, ୨୪।୯(ଉତ୍ତମ କୁମାର ଦାଶ /ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧୃଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ଵରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ସନ୍ଧାରେ ମହାସମାରୋହରେ ପାଳିତ। କଳାହାଣ୍ଡି ମହାରାଜ ଅନନ୍ତ ପ୍ରସାଦ ଦେଓଙ୍କ ଉପସ୍ଥିତିରେ ପର୍ବ ପାଳିତ ହୋଇଛି।...

କଳାହାଣ୍ଡିରେ ବିଜେଡି ଛାଡିଲେ ପ୍ରଦୀପ ଦାସ, ନବୀନଙ୍କୁ ଲେଖିଲେ ଚିଠି

ଭବାନୀପାଟଣା,୨୩।୯( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ନେତା ପ୍ରଦୀପ ଦାସ ମଙ୍ଗଳବାର ବିଜେଡି ଛାଡିଛନ୍ତି। ଏ ନେଇ ତାଙ୍କ ଇସ୍ତଫା ପତ୍ରକୁ ଜିଲା ସଭାପତି ଜରିଆରେ ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରେରଣ କରିଛନ୍ତି...

ଚେନ୍ନାଇରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ଏକମାତ୍ର ରୋଜଗାରିଆ ପୁଅ ହରାଇଲା ପରିବାର

ଭବାନୀପାଟଣା,୧୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଦାଦନ ଦୁଖ ଦେଖୁବାକୁ ମିଳିଛି। ଜିଲାର ଜୁନାଗଡ ବ୍ଲକ ଅନ୍ତର୍ଗତ ଚିନୈଗୁଡା ଗ୍ରାମର ରାକେଶ ସୁନା (୨୮) ନାମକ ଜଣେ ଯୁବକ ଗତ ଅଢେଇ ମାସ ତଳେ ଦାଦନ ଖଟିବାକୁ ଚେନ୍ନାଇକୁ ଯାଇଥିଲେ।...

କେସିଙ୍ଗା ବ୍ଲକ ପ୍ରଶାସନର ମନମୁଖୀ କାର୍ଯ୍ୟକଳାପ ବିରୋଧରେ ସରପଞ୍ଚ ସଂଘର ଗଣଧାରଣା ପାଇଁ ନିଷ୍ପତ୍ତି, ଜିଲାପାଳଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନର ମନମୁଖୀ କାର୍ଯ୍ୟ କଳାପ ବିରୋଧରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣ ଧାରଣା ଦେବାପାଇଁ ସରପଞ୍ଚ ସଙ୍ଘ ପକ୍ଷରୁ ଜିଲାପାଳଙ୍କୁ ୫ଦଫା ଦାବିକୁ ନେଇ ମଙ୍ଗଳବାର ସଙ୍ଘର ଉପ ସଭାନେତ୍ରୀ ତଥା...

ଦିନ ରାତି ଜଳି ରହୁଛି ବିଭିନ୍ନ କାର୍ଯ୍ୟାଳୟର ଷ୍ଟ୍ରିଟ୍‌ ଲାଇଟ୍‌

ଥୁଆମୂଳ ରାମପୁର,୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ମୁଖ୍ୟାଳୟର ତହସିଲ କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇ ଦୈନିକ ମାର୍କେଟ ପର୍ଯ୍ୟନ୍ତ ଲାଗିଥିବା ଷ୍ଟ୍ରିଟଲାଇଟ୍ ଦୀର୍ଘ ବର୍ଷ ଧରି ଅଚଳ ହୋଇ ପଡ଼ି ରହିଥିବା ବେଳେ ଦିନ ରାତିସାରା...

ପଞ୍ଚାୟତ ସ୍ତରୀୟ ଜନଶୁଣାଣିରେ ଯୋଗଦେବାକୁ ଯାଇ ବିଡ଼ିଓ ହଟହଟା: ଲିଖିତ ପ୍ରତିଶ୍ରୁତି ପରେ ରାସ୍ତା ଛାଡ଼ିଲେ ଅଞ୍ଚଳବାସୀ

ଥୁଆମୁଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ବ୍ଳକ ପ୍ରଶାସନ ପକ୍ଷରୁ ଗତ ମାସ ଠାରୁ ପ୍ରତ୍ୟେକ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଶିବିର ଆୟୋଜନ କରାଯାଉଛି। ଏହି କ୍ରମରେ ନାକରୁଣ୍ତି ପଞ୍ଚାୟତ ଠାରେ ସୋମବାର ଆୟୋଜିତ ଜନଶୁଣାଣୀ କାର୍ଯ୍ୟକ୍ରମରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri