କାନ୍ଥକୁ ଧରି ଛିଡ଼ା ହେଉହେଉ ପଡ଼ିଗଲେ ୧୦ ମାସର ଶିଶୁପୁତ୍ର, ଚାଲିଗଲା ଜୀନନ
କୋକସରା,୧୬।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କନ୍ଦାଗଡ଼, ସୁକଳିଭଟା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। କାନ୍ଥକୁ ଧରି ଛିଡ଼ା ହେଉହେଉ ଗଳିପଡ଼ି ୧୦ ମାସର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଗ୍ରାମର ଗବର ନାଏକ…
କଳାହାଣ୍ଡି ଭାଜପା: ବିଧାୟକ ନୁହେଁ, ଏମ୍ପି ହେବାକୁ ମନ
ଭବାନୀପାଟଣା,୧୬ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ସାଧାରଣ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଲାଣି। ଚା’ ଦୋକାନଠୁ ହାଟବଜାର ସବୁଠି ଚର୍ଚ୍ଚା ଏଥର କିଏ ବିଧାନସଭା ଓ ଲୋକ ସଭା ପାଇଁ…
କମାଲ ଦେଖାଉଛନ୍ତି ନବୀନଙ୍କ ଡୁପ୍ଲିକେଟ୍: ପେସା ମେକାନିକ, ନିଶା କିନ୍ତୁ…
ଭବାନୀପାଟଣା,୨।୧୧(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଳି ବେଶ ଓ ତାଙ୍କ ଭଳି କଥା। ହଠାତ୍ ଦେଖିଲେ ଚମକି ଯିବେ। ମୁଖ୍ୟମନ୍ତ୍ରୀଙ୍କ କଥାକୁ ଫଲୋ କରି ଉପସ୍ଥାପନା କରିବା ତାଙ୍କର ମୁଖ୍ୟ ପରିଚୟ। ଜିଲାରେ କୌଣସି ଯାନିଯାତ୍ରା ହେଉ କିମ୍ବା…
କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ମୀ ବସ୍ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବସ୍ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ
ଭୁବନେଶ୍ବର,୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍ ଚାଲିବ ଏବଂ ସବୁ ପଞ୍ଚାୟତକୁ…
ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
କଳାହାଣ୍ଡି,୧।୧୧: ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ। ବୁଧବାର କଳାହାଣ୍ଡି ଜିଲାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଣିକି ଏହା ମା’ ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ନାମରେ ଜଣାଯିବ। ଏହା ବ୍ୟତୀତ କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ…
ରେଳ ଅଣ୍ଡରବ୍ରିଜ ନିର୍ମାଣ ଦାବି: ୧୨ ଘଣ୍ଟା କେସିଙ୍ଗା ବନ୍ଦ
କେସିଙ୍ଗା, ୨୨।୧: କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ନିକଟରେ ରେଳ ଫାଟକ ରହିଛି। ଏହି ଫାଟକ ଦେଇ ୧୬ ନମ୍ବର ଜାତୀୟ ରାଜପଥ ଯାଇଛି। ଏହି ଫାଟକ ଦେଇ ଦିନରାତି ଟ୍ରେନ ଯିବାବେଳେ ପ୍ରାୟ ୧୬ ଘଣ୍ଟା ଗେଟ ବନ୍ଦ ରହୁଛି। ଫଳରେ…
ବନ୍ଧୁକ ମୁନରେ ୨୦ ଲକ୍ଷ ଟଙ୍କା, ୩୦ ଭରି ସୁନା ଲୁଟ୍
ଧର୍ମଗଡ,୧୪।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଭଇରିପାଲି ଗାଁରେ ଏକ ବଡଧରଣ ଡକାୟତି ହୋଇଛି। ସୋମବାର ବିଳମ୍ବିତ ରାତିରେ ସୌରଭ ଜୈନଙ୍କ ଘରୁ ୬ ଜଣ ଦୁର୍ବୁତ୍ତ ବନ୍ଧୁକ ଏବଂ ମାରଣାସ୍ତ୍ର ଦେଖାଇ ଟଙ୍କା ଗହଣା ଲୁଟ କରିଥିବା ଅଭିଯୋଗ ହୋଇଛି।…
ଉପଖଣ୍ଡୀୟ ପେନସନ ଭୋଗୀ କଳାକାର ସଂଘର ନୂଆଁଖାଇ ଭେଟ୍ଘାଟ୍
କୋକସରା,୧୫।୯(ଡି.ଏନ.ଏ.):କଳାହାଣ୍ଡି ଜିଲା ଧର୍ମଗଡ ଉପଖଣ୍ଡୀୟ ପେନସନ ଭୋଗୀ କଳାକାର ମହାସଂଘର ନୂଅଁାଖାଇ ଭେଟଘାଟ କାର୍ଯ୍ୟକ୍ରମ କୋକସରା ବ୍ଲକ ମୋଟେର ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି । କଳାକାର ସଂଘ ଜିଲା ସଭାପତି ପ୍ରଦୀପ ଧଙ୍ଗଡାମାଝି ମୁଖ୍ୟଅତିଥି ଏବଂ…
ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ:କବିଙ୍କ ଆଦର୍ଶ, ନୀତି ଓ ଜୀବନୀ ଉପରେ ଆଲୋଚନା
କେସିଙ୍ଗା,୨୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ସ୍ଥାନୀୟ ବିଦ୍ୟାପୀଠ ପରିସରରେ ରବିବାର ଅପରାହ୍ନ ୪ଟାରେ ପାଳିତ ହୋଇଯାଇଛି । ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ହରିଶଙ୍କର ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ସ୍ବଭାବ କବି…
ଗୁଜୁରାଟରେ ଦାଦନ ଶ୍ରମିକ ବନ୍ଧା:ଉଦ୍ଧାର ପାଇଁ ପରିବାରବର୍ଗଙ୍କ ଜିଲାପାଳଙ୍କୁ ଫେରାଦ
ଭବାନୀପାଟଣା,୨୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମତୁଆଲାଗୁଡା ଗାଁର ୭ ଜଣ ଶ୍ରମିକଙ୍କୁ ସେହି ଗ୍ରାମର ଜଣେ ଦଲାଲ ମୋଟା ଅର୍ଥର ପ୍ରଲୋଭନ ଦେଖାଇ ଗୁଜୁରାଟ ନେଇଯାଇଥିଲା । ସେଠାରେ ସମ୍ପୃକ୍ତ ଠିକା ସଂସ୍ଥା ଏହି ଦାଦନ ଶ୍ରମିକମାନଙ୍କୁ ନିର୍ଯାତନା ଦେବା ସହ…
କୃଷି ବିଭାଗ ପକ୍ଷରୁ ସଚେତନତା ଶିବିର
କେସିଙ୍ଗା,୨୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକସ୍ଥିତ କୃଷି କାର୍ଯ୍ୟାଳୟ ପରିସରରେ ଆତ୍ମା ଆନୁକୂଲ୍ୟରେ କୃଷକ ସାଥି ଓ ଆତ୍ମାସଭ୍ୟମାନଙ୍କ ଏକ ସଚେତନତା ଶିବିର ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ କୃଷି ବିଭାଗ, ପ୍ରାଣୀ ବିଭାଗ, ଉଦ୍ୟାନ ବିଭାଗର ବିଭିନ୍ନ ଯୋଜନାଗୁଡିକୁ…
Jhadkusumi villagers fume over drinking water woes
Residents of Jhadkusumi village under Papadahandi block in Nabarangpur district Thursday blocked National Highway – 26 over drinking water issues affecting their village. Communication between Nabarangpur and Kalahandi has come…

