କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ପବନ, ଘଡ଼ଘଡ଼ି, ବର୍ଷା ଯୋଗୁଁ ଅନେକ ପରିବାର ସର୍ବସ୍ବାନ୍ତ ହୋଇପଡ଼ିଛି ।…