ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ ଖରିଫ୍ ଧାନ ବିକ୍ରି ନ ହୋଇ ପଡ଼ି ରହିଛି। ଏଥିରୁ ଜିଲାର ଅତାବିରା…
କାଳବୈଶାଖୀରେ ଫସଲକ୍ଷତି: ଆକଳନ ଆରମ୍ଭ, ଆଶଙ୍କାରେ ଚାଷୀ
ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ଫସଲ ଅମଳକ୍ଷମ ଅବସ୍ଥାରେ ରହିଛି। ଜିଲାର କେତେକ ବିଭିନ୍ନ ଅଞ୍ଚଳରେ ଚାଷୀମାନେ ଧାନ ଅମଳ ଆରମ୍ଭ କରି ଦେଇଛନ୍ତି। ଅନ୍ୟପଟେ ଏଭଳି ସମୟରେ କାଳବୈଶାଖୀ ଚାଷୀଙ୍କୁ ଦାଉ ସାଧିଛି। ଝଡ଼ବର୍ଷା ସାଙ୍ଗକୁ କରାମାଡ଼(କୁଆପଥର ବୃଷ୍ଟି)…
Heavy Rainfall: ଆଉ ୨୪ଘଣ୍ଟାରେ ପ୍ରବଳ ଝଡବର୍ଷା! ୬ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୧।୪: ଆଉ ୨୪ ଘଣ୍ଟାରେ ହେବ ପ୍ରବଳ ଝଡ଼ ବର୍ଷା। ଏନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦକ୍ଷିଣ ଓଡ଼ିଶାର ୬ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ବାକି…
Kalbaisakhi in Odisha: ଓଡ଼ିଶାରେ କାହିଁକି ହୁଏ କାଳବୈଶାଖୀ, ଅଦିନରେ ଝଡବତାସର କାରଣ…
ଭୁବନେଶ୍ୱର,୧୧।୪: କାଳବୈଶାଖୀ, ଯାହାକୁ ସ୍ଥାନୀୟ ଭାବେ “ନର୍ୱେଷ୍ଟର” ମଧ୍ୟ କୁହାଯାଏ। ଏହା ଏକ ପ୍ରକାରର ବର୍ଷା ଓ ଝଡ଼ତୋଫାନ ଯାହା ଓଡ଼ିଶା ସମେତ ପୂର୍ବ ଭାରତର ଅନ୍ୟାନ୍ୟ ରାଜ୍ୟମାନଙ୍କରେ, ବିଶେଷତଃ ବୈଶାଖ ଓ ଜ୍ୟେଷ୍ଠ ମାସରେ (ଏପ୍ରିଲ-ମେ) ଦେଖାଯାଏ। ଏହାର ନାମ…
Archives


