ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ ବର୍ଷା ଯାତ୍ରାକୁ ଫିକା ପକାଇ ମନ୍ଦିରର ସୌନ୍ଦର୍ଯ୍ୟକୁ ଧୋଇଦେଇଛି। ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ…