ନବୀନଙ୍କୁ ନେଇ ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର ମିଶ୍ର, କହିଲେ ଭାଜପା ଆସିବା ପରେ ଓଡ଼ିଶାବାସୀ… ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): ପୂର୍ବତନ ଏମ୍ପି ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଗୁରୁବାର ଭବାନୀପାଟଣା ମିଡ୍ ଟାଉନଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସ୍ପଷ୍ଟୀକରଣ ଦେଇଛନ୍ତି। ସେ…