୩୦ ପରେ ଖୋଲିବ କଳିଙ୍ଗା ଘାଟି ରାସ୍ତା: ବାତ୍ୟା ଭୟ ମଧ୍ୟରେ ଆଶ୍ରୟସ୍ଥଳୀରେ ଲୋକଙ୍କୁ ଖାଦ୍ୟ ପରଶିଲେ ଉପଜିଲାପାଳ
ଭଞ୍ଜନଗର, ୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ଏବଂ ପ୍ରବଳ ବର୍ଷାଜନିତ ଭୂସ୍ଖଳନ ଆଶଙ୍କାକୁ ଦୃଷ୍ଟିରେ ରଖି ଗଞ୍ଜାମ ଓ କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟି ରାସ୍ତା ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର…

