କ୍ରୀଡ଼ା ଛାତ୍ରାବାସରେ ଅଭିଯୋଗର ତଦନ୍ତ ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର ଭୁବନେଶ୍ୱର,୨ା୩: କଳିଙ୍ଗ ଷ୍ଟାଡିୟମରେ ଥିବା କ୍ରୀଡା ଛାତ୍ରାବାସର ନାବାଳକ ଅନ୍ତେବାସୀଙ୍କ ଦ୍ୱାରା କରାଯାଇଥିବା ଶାରୀରିକ ଏବଂ ମାନସିକ ନିର୍ଯାତନାର ଅଭିଯୋଗର ତଦନ୍ତ ପାଇଁ ଓଡ଼ିଶା ସରକାର ଏକ ତଦନ୍ତ କମିଟି ଗଠନ କରିଛନ୍ତି। କ୍ରୀଡା ଏବଂ ଯୁବ ସେବା ବିଭାଗର...