Tag Archives: Kalinga Stadium

ଭୁବନେଶ୍ୱରକୁ ଫେରିବ ହକି ଫିଭର: ଫେବୃଆରୀ ୧୫ରୁ କଳିଙ୍ଗରେ ପ୍ରୋ-ଲିଗ୍‌

ଭୁବନେଶ୍ୱର, ୧୬।୧: ସମ୍ପ୍ରତି ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ହକି ଇଣ୍ଡିଆ ଲିଗ୍‌ (ଏଚ୍‌ଆଇଏଲ୍‌) ଚାଲିଥିବାବେଳେ ଖୁବ୍‌ଶୀଘ୍ର ଭୁବନେଶ୍ୱରକୁ ଫେରିବାକୁ ଯାଉଛି ହକି ଫିଭର। କଳିଙ୍ଗ ଷ୍ଟାଡିୟମରେ ଫେବୃଆରୀ ୧୫ରୁ ଆରମ୍ଭ ହେବ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ହକି। ଏଫ୍‌ଆଇଏଚ୍‌...

ଓଡ଼ିଶା କ୍ରୀଡ଼ାରେ ଯୋଡ଼ି ହେଲା ନୂଆ ଫର୍ଦ୍ଦ: ବ୍ୟାଡମିଣ୍ଟନ୍ ହାଇପର୍ଫମାନ୍ସ ସେଣ୍ଟର ଉଦଘାଟିତ

ଭୁବନେଶ୍ୱର,୧୨ା୧୨: ଓଡ଼ିଶା ସରକାର କ୍ରୀଡାକୁ ଆଗ୍ରାଧିକାର ଦେଇ ରାଜ୍ୟରେ କ୍ରୀଡା ଭିତ୍ତିଭୂମିକୁ ସୁଦୃଢ କରିବାକୁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଗୁରୁବାର କଳିଙ୍ଗ ଷ୍ଟାଡିୟମ ପରିସରରେ ନିର୍ମିତ ବ୍ୟାଡମିଣ୍ଟନ୍ ହାଇପର୍ଫମାନ୍ସ ସେଣ୍ଟର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ...

କଳିଙ୍ଗ ଷ୍ଟାଡିୟମରେ ୧୨ରୁ ଫେଡେରେଶନ କପ୍‌: ଆକର୍ଷଣରେ ନୀରଜ ଚୋପ୍ରା, କିଶୋର ଜେନା

ଭୁବନେଶ୍ୱର, ୮।୫ (ତପନ ସ୍ବାଇଁ): କିଛି ଦିନର ବ୍ୟବଧାନ ପରେ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ତାରକା ଆଥ୍‌ଲେଟଙ୍କ ମହାମେଳା। ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ଏଠାରେ ଅନୁଷ୍ଠିତ ହେବ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥ୍‌ଲେଟିକ୍ସ ପ୍ରତିଯୋଗିତାର...

କଳିଙ୍ଗ ସୁପର କପ୍‌ ଫୁଟ୍‌ବଲ: ଗ୍ରୁପ୍‌ ‘ଡି’ରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୧୮।୧୨: ସର୍ବଭାରତୀୟ ଫୁଟ୍‌ବଲ ଫେଡେରେଶନ(ଏଆଇଏଫ୍‌ଏଫ୍‌) ପକ୍ଷରୁ କଳିଙ୍ଗ ସୁପର କପ୍‌ ଫୁଟବଲ ଟୁର୍ନାମେଣ୍ଟ ପାଇଁ ଡ୍ର’ ଉଠାଣ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି। ତଦନୁସାରେ ଗତଥରର ଚାମ୍ପିୟନ ଓଡ଼ିଶା ଏଫ୍‌ସି ଗ୍ରୁପ୍‌ ‘ଡି’ରେ ସ୍ଥାନ ପାଇଛି। ଏଫ୍‌ସି ଗୋଆ,...

ରୟ କ୍ରିଷ୍ଣାଙ୍କ ଡବଲରେ ଓଡ଼ିଶା ଏଫ୍‌ସି ବିଜୟୀ

ଭୁବନେଶ୍ୱର, ୧୭।୧୨: ରୟ କ୍ରିଷ୍ଣାଙ୍କ ଡବଲ ଓ ମୌର୍ତାଦା ଫଲ୍‌ଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ରବିବାର ଅନୁଷ୍ଠିତ ମ୍ୟାଚରେ ହାଇଦ୍ରାବାଦ ଏଫ୍‌ସିକୁ ୩-୦ ଗୋଲରେ ପରାସ୍ତ କରିଛି। କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ମ୍ୟାଚରେ...

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଉଦ୍‌‌ଘାଟନ ହେଲା ଭାରତର ସର୍ବବୃହତ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର,୧୧।୧୨: ଭାରତର ସର୍ବବୃହତ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ସୋମବାର ସନ୍ଧ୍ୟାରେ ଉଦ୍‌‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭ ଉଦ୍‌‌ଘାଟନ କରିଛନ୍ତି। ଏହି କେନ୍ଦ୍ରରେ ମାଇଣ୍ଡ ଲ୍ୟାବ୍‌‌, ରିହାବିଲିଟେସନ୍‌‌ ଲ୍ୟାବ୍‌‌, ରିକଭରି ଲ୍ୟାବ,...

କଳିଙ୍ଗରେ ଫୁଟବଲ କ୍ରେଜ୍, ଟିକେଟ ପାଇଁ ଲମ୍ବା ଲାଇନ୍ ଲଗାଇଲେ କ୍ରୀଡ଼ାପ୍ରେମୀ

ଭୁବନେଶ୍ୱର,୧୮।୧୧: ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆସନ୍ତା ମଙ୍ଗଳବାର ଦିନ ଭାରତ ଓ କତାର ମଧ୍ୟରେ ଫିଫା ବିଶ୍ୱକପ୍‌‌- ଏସୀୟ ଫୁଟବଲ ମହାସଂଘ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌‌ ଅନୁଷ୍ଠିତ ହେବ। ଏହି ଖେଳ ଉପଭୋଗ କରିବା ପାଇଁ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ପ୍ରବଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri