ଗଡସେଙ୍କୁ ଆତଙ୍କବାଦୀ କହି କିଛି ଭୁଲ କରିନି, ଗିରଫକୁ ଭୟ ନାହିଁ: କମଲ ହାସନ ଚେନ୍ନାଇ, ୧୭।୫: ରାଷ୍ଟ୍ର ପିତା ମହାତ୍ମା ଗାନ୍ଧୀଙ୍କ ହତ୍ୟାକରୀଙ୍କୁ ଆତଙ୍କବାଦୀ କହି ବିବାଦ ଘେରକୁ ଆସିଥିବା ଅଭିନେତା କମଲ ହାସନ ଏନେଇ ସଫେଇ ଦେଇଛନ୍ତି। ସେ କହିଛନ୍ତି ମୁଁ ଗଡସେଙ୍କୁ ଆତଙ୍କବାଦୀ କହି କିଛି ଭୁଲ କରିନି। ଏନେଇ ଯଦି...