ଟିମ୍ ଇଣ୍ଡିଆକୁ ବଡ଼ ଝଟକା, BCCIକୁ ଇସ୍ତଫା ପତ୍ର ପଠାଇଲେ…. ନୂଆଦିଲ୍ଲୀ,୧୧ା୯: ଆଫଗାନିସ୍ତାନ ବିପକ୍ଷ T୨୦ ସିରିଜ୍ ପୂର୍ବରୁ ଭାରତୀୟ କ୍ରିକେଟ୍ ଟିମ୍ର ସପୋର୍ଟ ଷ୍ଟାଫ୍ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ଟିମ୍ ଇଣ୍ଡିଆର ଫିଜିଓ କମଲେଶ ଜୈନ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ତେବେ BCCI ଏପର୍ଯ୍ୟନ୍ତ ତାଙ୍କ…