ଗୋଟିଏ ଭୁଲ୍ ପଡ଼ିଲା ଭାରୀ: ପାକିସ୍ତାନ ଖେଳାଳିଙ୍କ ଉପରେ ଲାଗିଲା ଜୋରିମନା ନୂଆଦିଲ୍ଲୀ,୧୩।୨: ଆଇସିସି ତିନି ଜଣ ପାକିସ୍ତାନୀ ଖେଳାଳିଙ୍କ ଉପରେ ଜୋରିମନା ଲଗାଇଛି। ପାକିସ୍ତାନ ଶାହିନ ଆଫ୍ରିଦି, ସୌଦ ଶକିଲ ଏବଂ କମରାନ ଗୁଲାମଙ୍କୁ ଆଇସିସି ଦଣ୍ଡ ଦେଇଛନ୍ତି। ଗୁରୁବାର ଆଇସିସି ଏକ୍ସ ମାଧ୍ୟମରେ ଏହି ସୂଚନା ଦେଇଛି। ତ୍ରିକୋଣୀୟ ସିରିଜର...