୩ ଶହ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବେ କି ସରକାର ? ସ୍ପଷ୍ଟ କଲେ ବିଭାଗୀୟ ମନ୍ତ୍ରୀ ଭୁବନେଶ୍ୱର,୨୭।୮: ଓଡ଼ିଶାରେ ବିଧାନସଭା ନିର୍ବାଚନ ପୂର୍ବରୁ ତତ୍କାଳୀନ ସରକାର ୧୫୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବାକୁ ଘୋଷଣା କରିଥିଲା। ଅନ୍ୟପଟେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି କେନ୍ଦ୍ରୀୟ ଯୋଜନା ଅଧୀନରେ ଛାତ ଉପରେ ସୋଲାର ପ୍ରକଳ୍ପ ସ୍ଥାପନ କରୁଥିବା...