ନୂଆଦିଲ୍ଲୀ, ୨୮।୭: ଶନିବାର ନୂଆଦିଲ୍ଲୀରେ ଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୈଠକ କରିଛନ୍ତି। ନିର୍ବାଚନ ସମୟରେ ଦଳ ପକ୍ଷରୁ ରାଜ୍ୟବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ବୈଠକରେ…