ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହ ଜବତ, ଏସ୍ପି କହିଲେ ପୂରା ଘଟଣା…
ଫୁଲବାଣୀ/ଦାରିଙ୍ଗବାଡ଼ି,୨୫ା୨(ରାକେଶ କୁମାର ରାଉତ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଟିମାହା ଗ୍ରାମ ନିକଟ ପକାରୀ ସଂରକ୍ଷିତ ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ତାଙ୍କୁ ସାଥୀ ତଥା ପୋଲିସ ସ୍କାନରରେ ଥିବା ଦୁର୍ଦ୍ଦାନ୍ତ ମାଓବାଦୀ…
କନ୍ଧମାଳରେ ଆଉ ୩୦ ମାଓବାଦୀ : ରାଇକିଆ, ଦାରିଙ୍ଗବାଡି, କୋଟଗଡରେ ସକ୍ରିୟ
ଫୁଲବାଣୀ,୨୩।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଆଉ ୩୦ ମାଓବାଦୀ ସକ୍ରିୟ ଅଛନ୍ତି। ସେମାନେ ପ୍ରତିଦିନ ସ୍ଥାନ ବଦଳାଉଛନ୍ତି। ଜିଲାର ରାଇକିଆ, ଦାରିଙ୍ଗବାଡି ଏବଂ କୋଟଗଡରେ ସେମାନେ ବିଚରଣ କରୁଛନ୍ତି। ଆମର ମିଳିତ ଅପରେଶନରେ ରବିବାର ଦୁଇ ମାଓବାଦୀ ନିହତ ହୋଇଛନ୍ତି।…
ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି
ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସାଧାରଣତନ୍ତ୍ର ଦିବସ…
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି ଅଞ୍ଚଳବାସୀଙ୍କ ପାଇଁ ଏକ ଆବେଗଓ ଉତ୍କଣ୍ଠା। ୨୦୧୫ମସିହାରୁ ଆରମ୍ଭ ଗୋଇଥିବା ଏଇ ରାଜ୍ୟ ସ୍ତରୀୟ…
ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ କଲୋନୀ ସାହିର ନଞ୍ଜା…
ନିମୋନିଆ ରେ ସଂକ୍ରମିତ ହୋଇ ଗୁରୁତର ଗୀତାଞ୍ଜଳି: ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ଭାଇ ସହାୟତା ପାଇଁ…
ଦାରିଙ୍ଗବାଡି, ୩୦।୧୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ଗୀତାଞ୍ଜଳି ମହାରଣା କ୍ରିଟିକାଲ ନିମୋନିଆରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଛନ୍ତି। ସେ ଅତି ଗୁରୁତର ରହିଥିବା ବେଳେ ତାଙ୍କ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି ।…
ଏଏନ୍ଏମ୍ଙ୍କୁ ଆକ୍ରମଣ ଘଟଣା: ଜାମିନ ନାମାଞ୍ଜୁର ହେବାରୁ ଜେଲ ଗଲେ…
ଦାରିଙ୍ଗବାଡି, ୨୮ା୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ଉପସ୍ବାସ୍ଥ୍ୟକେନ୍ଦ୍ରର ଏଏନ୍ଏମ୍ ବୁଲିଦେଈ ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଅଟକ ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଶୁକ୍ରବାର ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ସୋନପୁରର ଗୋବିନ୍ଦ ବେହେରା (୨୬)।…
ଅଗ୍ନି ବିପତ୍ତି ସମ୍ପର୍କିତ ଶିକ୍ଷା ବିଭିନ୍ନ ପ୍ରକାର ନିଆଁକୁ କିପରି ରୋକିବେ…
ଦାରିଙ୍ଗବାଡି,୨୮।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ପରିସରରେ ରହିଥିବା ସଭାଗୃହ ମଧ୍ୟରେ ଶୁକ୍ରବାର ଅପରାହ୍ନରେ ବିଭିନ୍ନ ପ୍ରକାର ନିଆଁକୁ ଆୟତ୍ତ ଓ ନିରାପତ୍ତା ତାଲିମ ପ୍ରଦାନ କରାଯାଇଥିଲା ଏଥିରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗର ଅଧିକାରୀ ଧବଳେଶ୍ୱର…
ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର: ଘନକୁହୁଡି ଯୋଗୁ…
ଜି. ଉଦୟଗିରି,୨୬/୧୧(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ): ରାଜ୍ୟର ଶୀତଳ ସହର ଜି. ଉଦୟଗିରିରେ ବୁଧୁବାର ମଧ୍ୟ ସବୁଠାରୁ କମ ତାପମାତ୍ରା ରହିଛି। ବୁଧୁବାର ଜି ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୮. ୬ ଡିଗ୍ରୀ ରହିଛି। ଏହା ରାଜ୍ୟର…
ନୀରବ ଦ୍ରଷ୍ଟା ବ୍ଲକ ପ୍ରଶାସନ, ପାର୍କକୁ ନଷ୍ଟ କରି ଦେଲେଣି ଦୁର୍ବୃତ୍ତ
ରାଇକିଆ,୨୬।୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ତହସିଲ ଅଫିସ ନିକଟରେ ଥିବା ଚିଲ୍ଡରେନ୍ସ ପାର୍କର ଅବସ୍ଥା ଶୋଚନୀୟ ହୋଇ ପଡ଼ିଛି। ବର୍ଷ ତମାମ ଏହି ପାର୍କରେ ତାଲା ଝୁଲୁଛି । ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଯେଉଁ ପାର୍କ ନିର୍ମାଣ କରାଯାଇଥିଲା …
କାଠ ଗଣ୍ଡି ଓ ଜମି ବିବାଦକୁ ନେଇ ୧୨ ଘଣ୍ଟିଆ ଦାରିଙ୍ଗବାଡି ବନ୍ଦ
ଦାରିଙ୍ଗବାଡି,୨୫।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିର ଏକ ବିବାଦୀୟ ଜମ୍ରେ ଦୁର୍ଗା ପୂଜା କମିଟି ପକ୍ଷରୁ ନାମଯଜ୍ଞ ଓ ଅମୃତ ମିଳନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଦେଖାଯାଇଥିଲା। ଏହାକୁ ନେଇ ମଙ୍ଗଳବାର ଦୋକାନବଜାର ବନ୍ଦ…
ହାଡ଼ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି:ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ
ଜି.ଉଦୟଗିରି,୧୬।୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି। ପ୍ରତିଦିନ ଶୀତ କ୍ରମଶଃ ବୃଦ୍ଧି ପାଉଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସା ହେଲା ମାତ୍ରେ ଲୋକେ ଶୀତ ଦାଉରୁ ରକ୍ଷା ପାଇବାକୁ ନିଆଁର ସାହାରା ନେଉଛନ୍ତି। ସକାଳ…
Archives


