ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ: ଫେରିଲେ କନ୍ଧମାଳ ଭାଜପା ନେତା, କର୍ମୀ ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାରର ରବିବାର ଥିଲା ଶେଷ ଦିନ। ଏହି ଅବସରରେ କନ୍ଧମାଳ ଜିଲାର ବହୁ ଭାଜପା ନେତା ଓ କର୍ମୀ ପ୍ରଚାର ସମାପ୍ତ କରି ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ନିଜ ନିଜ ଅଞ୍ଚଳକୁ ଫେରିଛନ୍ତି।…