ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍ପି ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ ଦାରିଙ୍ଗବାଡ଼ି ଗସ୍ତରେ ରହିଥିବାବେଳେ ସିମନବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ଗସ୍ତ କରିଥିଲେ।…