ଦୀର୍ଘବର୍ଷ ପରେ ଖୋଲିଲା ବ୍ରିଟିଶ ଅମଳର ଫାଣ୍ଡି, କମିବ ଅସାମାଜିକ କାର୍ଯ୍ୟକଳାପ ଦାରିଙ୍ଗବାଡ଼ି,୬ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ଫାଣ୍ଡିକୁ ଖୋଲିବା ପାଇଁ କଥା ଦେଇ କଥା ରଖିଲେ କନ୍ଧମାଳ ଏସ୍ପି ହରିଶ ବିଶି। ଗାଁରେ ପୁଣି ଫେରିଛି ଶାନ୍ତି ଆଉ ବଢ଼ିଛି ପୋଲିସ ପ୍ରତି ଆତ୍ମବିଶ୍ୱାସ। ଅଞ୍ଚଳବାସୀଙ୍କ ବାରମ୍ବାର ଦାବି…