ଡଲାବାଡ଼ିକୁ ପାନୀୟ ଜଳ ଯୋଗାଣ ଦାବିରେ ଏକାଠି ହେଲେ ଗ୍ରାମବାସୀ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କହିଲେ…
ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଡଲାବାଡ଼ି ଗ୍ରାମରେ ସୋଲାର ଚାଳିତ ବୋରିଂ ଓ ପାଣି ଟାଙ୍କି ନିର୍ମାଣ କରି ପ୍ରତ୍ୟେକ ଘରକୁ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଇବା ପାଇଁ ଅଞ୍ଚଳବାସୀ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…
ବାପା-ଝିଅଙ୍କୁ ଧକ୍କା ଦେଲା ଅଜଣା କାର୍: ଆଉ ତା’ପରେ ଘଟିଲା…
ଦାରିଙ୍ଗବାଡ଼ି, ୩୧।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଏକ ଅଜଣା କାର୍ ଧକ୍କାରେ ବାପା ଓ ତାଙ୍କ ୬ ବର୍ଷର ଝିଅ ଗୁରୁତର ଆହତ ହୋଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା…
ହାତୀମୁଣ୍ଡା-ତାମାଙ୍ଗି ରାସ୍ତାରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ; ସ୍ଥିତି ପରଖିଲା…
ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଦୁର୍ଗମ ଅଞ୍ଚଳ ପ୍ରଭାବିତ ହୋଇଛି। ପ୍ରବଳ ବର୍ଷା ଯୋଗୁ ହାତୀମୁଣ୍ଡା ପଞ୍ଚାୟତ ମୁଖ୍ୟାଳୟରୁ ତାମାଙ୍ଗି ଦେଇ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଋଷିମାଳ ପର୍ବତକୁ ସଂଯୋଗ କରୁଥିବା…
ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: କାଲି କନ୍ଧମାଳର ସବୁ ସ୍କୁଲ୍ ଛୁଟି ଘୋଷଣା
ଫୁଲବାଣୀ,୨୮ା୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି (ଗୁରୁବାର) ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି କନ୍ଧମାଳ…
ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍
ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ଦାରିଙ୍ଗବାଡ଼ି ବ୍ଲକ ସମେତ କନ୍ଧମାଳ ଜିଲାର ଅନ୍ୟ…
ଧରାପଡ଼ିଲେ ନକଲି ଏମ୍ଭିଆଇ
ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ ଚକାପାଦ ଗ୍ରାମ ତୋଟାସାହିର ଧର୍ମେନ୍ଦ୍ର କୁମାର ବେହେରା ଓରଫ ନିଖିଲ କୁମାର ପଟ୍ଟନାୟକ…
ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ
ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ବାଣିଜ୍ୟ, ପରିବହନ ଓ ଇସ୍ପାତ, ଖଣି ବିଭାଗ…
ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର
ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ ସଂଯୋଗ କରିଥିବା କଂକ୍ରିଟ ରାସ୍ତାରେ ଗତ କିଛି ଦିନର ଲଗାଣ ବର୍ଷାରେ ୧୨…
ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…
ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର ବିଭିନ୍ନ ଜଙ୍ଗଲ ପରିଦର୍ଶନରେ ଯିବା ସହ ଜଙ୍ଗଲର ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବ।…
ଟଙ୍କା ଗଦିରେ ଶୋଉଥିଲେ ITDA ଯନ୍ତ୍ରୀ, ଏତିକି ନଗଦ ଟଙ୍କା ସହ ଗିରଫ କଲା ଭିଜିଲାନ୍ସ
ବାଲିଗୁଡ଼ା,୭ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ ରବିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଯନ୍ତ୍ରୀଙ୍କର ରହିଛି ଅମାପ ସମ୍ପତ୍ତି। ୫ଟି…
ଜଙ୍ଗଲରୁ ୩ ବନ୍ଧୁକ ଜବତ କରି ଶିକାରୀଙ୍କୁ ଖୋଜୁଛି ପୋଲିସ
ଦାରିଙ୍ଗବାଡ଼ି,୪ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ପର୍ତ୍ତମାହା ଜଙ୍ଗଲରେ ପୋଲିସ ଚଢ଼ାଉ କରି ୩ ଦେଶୀ ବନ୍ଧୁକ ଉଦ୍ଧାର କରିଛି। ଏନେଇ କେସ୍ ନଂ ୧୦୬/୨୬ରେ ରୁଜୁ କରି ଅଭିଯୁକ୍ତଙ୍କୁ…
ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହ ଜବତ, ଏସ୍ପି କହିଲେ ପୂରା ଘଟଣା…
ଫୁଲବାଣୀ/ଦାରିଙ୍ଗବାଡ଼ି,୨୫ା୨(ରାକେଶ କୁମାର ରାଉତ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଟିମାହା ଗ୍ରାମ ନିକଟ ପକାରୀ ସଂରକ୍ଷିତ ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ତାଙ୍କୁ ସାଥୀ ତଥା ପୋଲିସ ସ୍କାନରରେ ଥିବା ଦୁର୍ଦ୍ଦାନ୍ତ ମାଓବାଦୀ…

