Tag Archives: kandhamal

ତୁମୁଡିବନ୍ଧରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ତୁମୁଡିବନ୍ଧ,୧୩।୧୦(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ କାର୍ଯ୍ୟାଳୟର ସଭା ଗୃହରେ ଆଜି ସୋମବାର ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। କନ୍ଧମାଳ ଜିଲାପାଳ ଅମୃତ ଋତୁରାଜ ପହଞ୍ଚି ସାଧାରଣ…

କନ୍ଧମାଳର ଲକ୍ଷପତି ଦିଦି ରାୟଗଡାରେ ଦେଉଛନ୍ତି ତାଲିମ

ଦାରିଙ୍ଗବାଡି, ୪।୯ (ଅରୁଣ ସାହୁ ): ସବୁ ବେଳେ ତେନ୍ତୁଳିର ଚାହିଦା ରାଜ୍ୟ ଓ ରାଜ୍ୟ ବାହାରେ ରହିଛି। ଅମଳ ପରେ ଏହାକୁ ସଠିକ ଭାବେ ପ୍ରସ୍ତୁତି କରିପାରିଲେ ଏହା ଚାଷୀଙ୍କୁ ଲାଭ ଦେବ। କନ୍ଧମାଳ ଜିଲା ଦାରିଙ୍ଗବାଡି ସମେତ ବିଭିନ୍ନ…

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ‍‍ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା

ବାଲିଗୁଡା,୩ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା…

ଜନ୍ମାଷ୍ଟମୀ ପାଇଁ ଦାରିଙ୍ଗବାଡ଼ିରେ ପୋଲିସର ପଇଁତରା, ସମ୍ବେଦନଶୀଳ ଅଞ୍ଚଳରେ ସଶସ୍ତ୍ର ବାହିନୀ ନିୟୋଜିତ

ଦାରିଙ୍ଗବାଡ଼ି,୨୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜନ୍ମାଷ୍ଟମୀ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଭିନ୍ନ ଗ୍ରାମରେ ରହିଥିବା ଚର୍ଚ୍ଚ ସମ୍ମୁଖରେ ପୋଲିସ ପଇଁତରା ମାରୁଥିବା ବେଳେ ସମ୍ବେଦନଶୀଳ ଅଞ୍ଚଳରେ ସଶସ୍ତ୍ର ବାହିନୀ ପକ୍ଷରୁ ଫ୍ଲାଗମାର୍ଚ୍ଚ…

ଦଙ୍ଗା ଗୁଜବକୁ ବିଶ୍ୱାସ ନକରିବାକୁ ପୋଲିସ କଲା ନିବେଦନ

ଦାରିଙ୍ଗବାଡି,୨୦।୮(ଅରୁଣ ସାହୁ): ସମଗ୍ର କନ୍ଧମାଳ ଜିଲାରେ ଦଙ୍ଗା ଗୁଜବକୁ ନେଇ ପୋଲିସ ପକ୍ଷରୁ ବ୍ୟାପକ ଜନ ସଚେତନ ଓ ବୈଠକ କରି ଲୋକଙ୍କୁ ଗୁଜବରୁ ଦୁରେଇ ରହିବା ସହ ଭୟଭୀତ ନହେବାକୁ ନିବେଦନ କରାଯାଇଛି। ଏହି କ୍ରମରେ ଦାରିଙ୍ଗବାଡି ଓ ବ୍ରାହ୍ମଣୀଗାଁ…

ଠିକାଦାର ଓ ଯନ୍ତ୍ରୀ ମଧୁଚଦ୍ରିକା: ବେଲଘର ଠାରେ ପୂର୍ତ୍ତ ବିଭାଗର ନିମ୍ନ ମାନର ଗାର୍ଡୱାଲ ନିର୍ମାଣ

ବାଲିଗୁଡ଼ା,୨୭ା୭: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକର ମାତୃଗାଁ ଠାରୁ ବେଲଘର ୨୭ କିଲୋମିଟର ଓ ବେଲଘର ଠାରୁ ଝିରିପାଣି ୧୧ କିଲୋମିଟର ରାସ୍ତା ବାଲିଗୁଡ଼ା ପୂର୍ତ୍ତ ବିଭାଗ ବିଭାଜନ ଅଧୀନରେ ରହିଛି। ଏହି…

ବାଲିଗୁଡ଼ାରୁ ରୂପା ଅଳଙ୍କାର ଲୁଟିଥିବା ଲୁଟେରା ଗଞ୍ଜାମରୁ ଗିରଫ: ରୂପା ଅଳଙ୍କାର ଜବତ

ବାଲିଗୁଡା,୬।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ଦିନ ଦ୍ବିପହର ରେ ଲୁଟ ହୋଇଥିବା ରୂପା ଅଳଙ୍କାର ଜବତ ହେବା ସହ ଜଣେ ମାଷ୍ଟର ମାଇଣ୍ଡ ଲୁଟେରାକୁ ବାଲିଗୁଡା ପୋଲିସ ଗିରଫ କରିଛି…

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା ମତଦାନ ପାଇଁ ଜୋରଦାର ଚାଲିଛି ପ୍ରଚାର। ସମୟ ଯେତିକି ପାଖେଇ ଆସୁଛି, ପ୍ରାର୍ଥୀ ଓ…

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି ନିମନ୍ତେ ଗୋଲାପି ଗୋଲାପି ଇସ୍ତାହାର ଜାରି କରିଥାନ୍ତି । କିନ୍ତୁ ଆଜି ମଧ୍ୟ ରାସ୍ତା…

ପୂର୍ବତନ ଓ୍ବାର୍ଡ ମେମ୍ବର ଦମ୍ପତିଙ୍କୁ ହତ୍ୟା: ଜଙ୍ଗଲ ଭିତରେ ପଡରହିଛି ମୃତଦେହ

ଫୁଲବାଣୀ,୯।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ଅଞ୍ଚଳରେ ପୂର୍ବତନ ଓ୍ବାର୍ଡ ମେମ୍ବର ଦମ୍ପତ୍ତିଙ୍କୁ ହତ୍ୟା କରାଯାଇିଛି। ଶୁକ୍ରବାର ରାତିରେ ଏହି  ଘଟଣା ଘଟିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ଜଙ୍ଗଲରେ ମୃତଦେହ ପଡିରହିଛି। ଦୁର୍ଗମ ତଥା ମାଓ ଅଧ୍ୟୁଷିତ ଅଞ୍ଚଳ…

କାଳହେଲା ଶିବରାତ୍ରି ଯାତ୍ରା: କୁସୁମୁଣ୍ଡା ଘାଟିରେ ଓଲଟିଲା ଟ୍ରାକ୍ଟର, ୩୦ରୁ ଊର୍ଦ୍ଧ୍ୱ ଗୁରୁତର

ତୁମୁଡିବନ୍ଧ,୯।୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବେଲଘରରୁ ମହାଶିବରାତ୍ରି ଯାତ୍ରା ଦେଖି ଟ୍ରାକ୍ଟରରେ ଫେରୁଥିବା ବେଳେ ଏକ ଅଭାବନୀୟ ଘଟଣା ଘଟିଛି। କୁସୁମୁଣ୍ଡା ଘାଟି ବୁଲନ୍ତିଆଠାରେ ଶନିବାର ସକାଳେ  ଟ୍ରାକ୍ଟର ଓଲଟି ୩୦ରୁ ଊର୍ଦ୍ଧ୍ୱ  ଗୁରୁତର ହୋଇଛନ୍ତି। ଗୁରୁତରମାନେ ଝିରିପାଣି …

ରାଣୀପଥର ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍‌

ଫୁଲବାଣୀ,୬।୩(ରାକେଶ କୁମାର ରାଉତ): କନ୍ଧମାଳ-ବୌଦ୍ଧ ସୀମା ରାଣୀପଥର ଘାଟିରେ ବୁଧବାର ଭୋରରୁ ଏକ ଯାତ୍ରୀବାହୀ ବସ୍‌ ଓଲଟି ୨୦ ଯାତ୍ରୀ ଆହତ ହୋଇଛନ୍ତି। ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଛି । ଆହତ ମାନଙ୍କୁ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri