ରାଜନୀତି ଭୁଲି ଗୋଟିଏ ମଞ୍ଚରେ ଏକାଠି ନାଚିଲେ କଙ୍ଗନା, ମହୁଆ, ସୁପ୍ରିୟା, ଦେଖନ୍ତୁ ଭିଡିଓ ନୂଆଦିଲ୍ଲୀ,୭।୧୨: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଜେପି ସାଂସଦ ଏବଂ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ, ଟିଏମସି ସାଂସଦ ମହୁଆ ମୋଇତ୍ରା ଏବଂ ଏନସିପି (ସପା) ସାଂସଦ ସୁପ୍ରିୟା ସୁଲେଙ୍କୁ ମଞ୍ଚ...