କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି… ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ ଖୋଲାଖୋଲି ନିଜର ମତ ପ୍ରକାଶ କରନ୍ତି ଯାହା ଫଳରେ ଟ୍ରୋଲର ଶିକାର ହୋଇଥାନ୍ତି।…