ଗଣତନ୍ତ୍ର ଦିବସ ପୂର୍ବରୁ ବିବାଦୀୟ କନିକା ବାଲିଦ୍ୱୀପରେ ଉଡ଼ିଲା ତ୍ରିରଙ୍ଗା ଚାନ୍ଦବାଲି,୧୨ା୧(ଅଶୋକ ପଣ୍ଡା): ରାଜ୍ୟ ସରକାରଙ୍କ ଅବହେଳାରୁ ଅବହେଳିତ ହୋଇ ପଡ଼ିଥିବା କନିକା ବାଲିଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ ହୋଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ପବିତ୍ର ୭୬ତମ ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଦ୍ୱୀପରେ ଏହି ପତାକା...