ଟ୍ରେନ୍ରେ ହଠାତ୍ ଲାଗିଲା ନିଆଁ, ତୁରେକେଲା ରୋଡ୍ ଷ୍ଟେସନରେ… ବଲାଙ୍ଗୀର,୨।୨(ସୁନିଲ କୁମାର ମହାନ୍ତି/ଗୁରୁଦ୍ୱାଲ ହିଂସ): କଣ୍ଟାବାଞ୍ଜି ଷ୍ଟେସନରୁ ରାୟପୁର ବିଶାଖପାଟଣା ଦେଇ ଯାଉଥିବା ଏକ ମାଲବାହୀ ଟ୍ରେନରେ ନିଆଁ । ତୁରେକେଲା ରେଳ ଷ୍ଟେସନରେ ସୋମବାର ଏକ କୋଇଲା ବୋଝେଇ ମାଲଗାଡିରେ ନିଆଁ ଲାଗି ଥିବାର ଜଣା ପଡ଼ିଛି । ନିଆଁ…