ଚଢ଼ାଉ ବେଳେ ଆଇଆଇସିଙ୍କୁ ଆକ୍ରମଣ: ପଥର ମାଡ଼ରେ ଥାନା ଗାଡ଼ି ଭାଙ୍ଗିଲା ଉଦଳା, ୧୮।୧୨(ସନ୍ତୋଷ କୁମାର ବାଚ୍ଛିନୀ)-ଲଘୁ ଖଣିଜ ପଦାର୍ଥ ଚୋରାଚାଲାଣ ରୋକିବାକୁ ଚଢ଼ାଉ ବେଳେ ସଂଘବଦ୍ଧ ଆକ୍ରମଣରେ ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଆଇଆଇସି ପ୍ରକାଶ କୁମାର ରଥ ଆହତ ହୋଇଛନ୍ତି। ଚୋରାଚାଲାଣକାରୀଙ୍କ ପଥର ମାଡ଼ରେ ଥାନା ଗାଡ଼ି ଭାଙ୍ଗିରୁଜି ଯାଇଛି। ଏନେଇ…