ନୂଆଦିଲ୍ଲୀ,୩।୨: ଓଡ଼ିଶାର ରାଇରଙ୍ଗପୁରର ଝିଅ କରିଶ୍ମା ଶର୍ମା କୌନ ବନେଗା କରୋଡ଼ପତି ୧୬ରେ ତାଙ୍କର ପ୍ରଭାବଶାଳୀ ପ୍ରଦର୍ଶନ ଦ୍ୱାରା ଅମିତାଭ ବଚ୍ଚନଙ୍କ ହୃଦୟ ଜିତିଛନ୍ତି। ଚ୍ୟାଲେଞ୍ଜିଂ ‘ସୁପର…