ଓ୍ବାର୍ସା,୩ା୬: କଞ୍ଜରଭେଟିଭ୍ ନେତା କାରୋଲ ନଓରୋକି ପୋଲାଣ୍ଡ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। ସୋମବାର ଚୂଡ଼ାନ୍ତ ଗଣତି ଅନୁଯାୟୀ ନଓରୋକି ୫୦.୮୯ ପ୍ରତିଶତ ଭୋଟ ପାଇଥିବାବେଳେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଓ୍ବାର୍ସା…