ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ ଉତ୍ତେଜନା ମଧ୍ୟରେ, ରାଜ୍ୟ ସରକାର ନ୍ୟାୟିକ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ପ୍ରସ୍ତୁତ…