କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…
କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଖବର ପାଇ ବାଦାମବାଡ଼ି ଥାନା ପୋଲିସ…

