Kathua station

Video: ବିନା ପାଇଲଟରେ ୮୪ କିଲୋମିଟର ଗଡ଼ିଲା ଟ୍ରେନ୍: ଯାତ୍ରୀଙ୍କ ମଧ୍ୟରେ ସୃଷ୍ଟି ହେଲା ଆତଙ୍କ, ତଦନ୍ତ ନିର୍ଦେଶ

ନୂଆଦିଲ୍ଲୀ,୨୫ା୨: ଜମ୍ମୁ କଶ୍ମୀରର କାଠୁଆ ରେଳ ଷ୍ଟେସନରେ ଏକ ମାଲବାହୀ ଟ୍ରେନ୍ ହଠାତ୍ ପଠାନକୋଟ ଆଡକୁ ବିନା ପାଇଲଟରେ ଗଡିଛି। ପଞ୍ଜାବର ମୁକେରିଆନ୍ ଷ୍ଟେସନରେ ଅଟକିବା ପୂର୍ବରୁ…

2 years ago