ଦୁଇ ପୁରାତନ କଲେଜର ବିକାଶ ପାଇଁ ଖର୍ଚ୍ଚ ହେବ ୧୫୦ କୋଟି ଟଙ୍କା, ସମୀକ୍ଷା ପରେ ବିଧାୟକ କହିଲେ… ଭଞ୍ଜନଗର,୫ା୭(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଦୁଇ ପୁରାତନ ମହାବିଦ୍ୟାଳୟ ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏବଂ ସାବିତ୍ରୀ ମହିଳା ମହାବିଦ୍ୟାଳୟ ଏବେବି କିଛି କ୍ଷେତ୍ରରେ ଅବହେଳିତ ଅବସ୍ଥାରେ ଅଛି। ତେଣୁ ତାହାର...