କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି…. ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ ୫ ଫୁଟରୁ ଅଧିକ ଘନ ବରଫର ଚାଦରରେ ଆଚ୍ଛାଦିତ ଥାଏ । କିନ୍ତୁ...