ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ କଲେ, ଏହାର ପ୍ରଭାବ ରାଶିଚକ୍ର ଏବଂ ମାନବ ଜୀବନ ଉପରେ ପଡ଼ିଥାଏ। ୨୦୨୬…

