Tag Archives: kendrapada

ରାଜନଗର ବିଧାୟକଙ୍କ ଘରକୁ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ, ଦେଲା ଚେତାବନୀ

ରାଜନଗର,୧୧।୭: କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାୟକ ଧ୍ରୁବ ସାହୁଙ୍କ ଘରକୁ ଛାତ୍ର କଂଗ୍ରେସ ପକ୍ଷରୁ ଅଣ୍ଡା ମାଡ଼ କରାଯାଇଛି। ଏଥିସହ ତାଙ୍କର କୁଶପୁତ୍ତଳିକା ମଧ୍ୟ ଦାହ କରାଯାଇଛି। ଏହା ପୂର୍ବରୁ ଗତ ୫ ତାରିଖରେ ଦଳ ପକ୍ଷରୁ ରାଜନଗରରେ ବିକ୍ଷୋଭ...

ବିପର୍ଯ୍ୟୟକୁ ସାମ୍ନାକରିବ ତାଳ, ହେନ୍ତାଳ

ମହାକାଳପଡ଼ା,୩।୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନ ଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବର୍ଷା ଅନିୟମିତତା ଦେଖାଯାଉଛି। ବର୍ଷାଦିନରେ ଗରମ ଅନୁଭୂତ ହେବା, ଶୀତଋତୁରେ ଥଣ୍ଡା ହ୍ରାସ ହେବାରୁ ଜଳବାୟୁରେ ଅସାନମତା ସୃଷ୍ଟି ହେଉଛି। ଏହାର କାରଣ ଓ ନିରାକରଣ ପାଇଁ...

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ ଟଙ୍କା ବ୍ୟୟ ବରାଦରେ ହୋଇଥିବା ଏହି କାର୍ଯ୍ୟାଦେଶ ପାଇଁ ଫେବୃଆରୀରେ ଏଗ୍ରିମେଣ୍ଟ ହୋଇଥିବା...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ ମଧ୍ୟ ପୌର କର୍ତ୍ତୃପକ୍ଷ ଦୃଷ୍ଟି ଦେଇନାହାନ୍ତି। ଫଳରେ ପ୍ରତ୍ୟେକ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି...

କେନ୍ଦ୍ରାପଡାରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡା ଅଫିସ, ୧୬।୬- କେନ୍ଦ୍ରାପଡା ଜିଲାରେ ମଙ୍ଗଳବାର ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛିା ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ନିକଟରେ ସଂଗରୋଧ କେନ୍ଦ୍ରରୁ ଯାଇ ନିଜ ଘରେ...

ଡେରାବିଶରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ

ଡେରାବିଶ, ୨୬।୫(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲାରେ ସୋମବାର ୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ଡେରାବିଶ ବ୍ଲକର ବୋଲି ଜଣାପଡିଛି। ଡେରାବିଶ ବ୍ଲକ୍‌ରେ ଆଜିକୁ ମିଶାଇ ସମୁଦାୟ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲା...

ରାଜନଗର ବ୍ଲକରେ ୧୪ଟି ପରୀକ୍ଷା କେନ୍ଦ୍ର: ୬ଟି ସେଣ୍ଟରରେ ସିସିଟିଭି

ରାଜନଗର,୧୭।୨: କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ମାଟ୍ରିକ ପରୀକ୍ଷା ପାଇଁ ୧୪ଟି ସେଣ୍ଟର କରାଯାଇଛି। ରାଜନଗର, ନାଉକଣା, ହାତିନା, ଗୋଜ ଗୋପାଳପୁର, ଚାନ୍ଦିବାଉଁଶମୂଳ, ଦିଘି, ଡାଙ୍ଗପାଳ, କେରଡାଗଡ, ମଦନପୁର, ବଡପଲ୍ଲୀ, ବନ୍ଦୀପଡା, ମଧ୍ୟପଡା ଓ ବାଘମାରୀ ସ୍କୁଲରେ ପରୀକ୍ଷା କେନ୍ଦ୍ର...

୧୮ରେ ଆନ୍ଦୋଳନ କରିବ ଜିଲା କଂଗ୍ରେସ

କେନ୍ଦ୍ରାପଡା ଅଫିସ, ୫।୨:କେନ୍ଦ୍ରାପଡା ଜିଲା ସ୍ବାସ୍ଥ୍ୟସେବାର ବିକାଶ ପାଇଁ ମେଡିକାଲ କଲେଜ ପ୍ରତିଷ୍ଠା ଆବଶ୍ୟକ। ଏହି ଦାବିରେ ଆସନ୍ତା ୧୮ ତାରିଖରେ ଜିଲା କଂଗ୍ରେସ ପକ୍ଷରୁ ଆନ୍ଦୋଳନ ହେବ। ସହରର କଜଳାସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ...

୭ରୁ ଭିତରକନିକା ମହୋତ୍ସବ: ପ୍ରସ୍ତୁତି କାର୍ଯ୍ୟର ସ୍ଥିତି ପରଖିଲେ ଜିଲାପାଳ

ଋାଜନଗର, ୫।୨ (ଡି.ଏନ୍‌.ଏ.):ଆସନ୍ତା ୭ ତାରିଖରୁ ରାଜନଗର-ଭିତରକନିକା ମୁଖ୍ୟରାସ୍ତା ପାର୍ଶ୍ୱ ନଳିତାପାଟିଆଠାରେ ପ୍ରଥମ କରି ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ରାଜ୍ୟ ସରକାରଙ୍କ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ତରଫରୁ ଏହି ୩ ଦିନିଆ ମହୋତ୍ସବ ଆୟୋଜନ କରାଯାଉଛି।...

ହତ୍ୟା ଅଭିଯୋଗକୁ ପୂରିଲା ୪୦ ଦିନ: ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଆଗରେ ଗ୍ରାମବାସୀଙ୍କ ଧାରଣା

ମହାକାଳପଡା, ୭।୧(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ଥାନା ଅଧୀନ ଜଅଁରା ଗ୍ରାମରେ ୨୦୧୯ ନଭେମ୍ବର ୨୮ ତାରିଖରେ ଅଶୋକ ପରିଡାଙ୍କୁ ଗ୍ରାମର ଏକ ପରିବାର ହତ୍ୟା କରି ପୋଖରୀରେ ବୁଡାଇ ଦେଇଥିଲେ। ଏନେଇ ଅଶୋକଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ...

ବରିଷ୍ଠ କଂଗ୍ରେସ ନେତା ଅରୁଣ ରାଉତ ଦଳରୁ ବହିଷ୍କୃତ

ରାଜନଗର, ୬।୧(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ କଂଗ୍ରେସ କମିଟିର ବରିଷ୍ଠ ନେତା ତଥା ପୂର୍ବତନ ଜିଲା ପରିଷଦ ସଭ୍ୟ ଅରୁଣ କୁମାର ରାଉତଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟରେ ସମ୍ପୃକ୍ତ ଥିବାରୁ ପ୍ରଦେଶ କଂଗ୍ରେସ କମିଟି...

Advertisement
Mettle Meet 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri