କେନ୍ଦ୍ରାପଡାରେ ମେଡିକାଲ କଲେଜ ପାଇଁ ୨୨ ଏପ୍ରିଲରୁ ଅନିର୍ଦ୍ଦିଷ୍ଟ କାଳ ପ୍ରତିବାଦ କେନ୍ଦ୍ରାପଡା,୧୦।୪: ଉପକୂଳ ଜିଲାରେ ଏକ ମେଡିକାଲ କଲେଜ ଏବଂ ହସ୍ପିଟାଲ ପ୍ରତିଷ୍ଠା ପାଇଁ ତୁରନ୍ତ ପଦକ୍ଷେପ ଦାବି କରି କେନ୍ଦ୍ରାପଡା ବାସିନ୍ଦା ୨୨ ଏପ୍ରିଲରୁ କଲେକ୍ଟରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରାପଡା...